ଯାଜପୁର, ନଦୀରେ ଗାଧୋଇବା ବେଳେ ବୁଡିଗଲେ ଦୁଇ ଭାଇ । ଏଭଳି ଏକ ଅଘଟଣ ଘଟିଛି ଯାଜପୁର ଜିଲ୍ଲା ବେରୁଦା ବ୍ଲକର ଚିନ୍ତାପଲି ଗ୍ରାମରେ । ମୃତ ଦୁଇ ଭାଇଙ୍କ ବୟସ ୧୮ ଓ ୧୫ ହୋଇଥିବା ସୂଚନା ରହିଛି ।
ସୂଚନା ଅନୁସାରେ, ଦୁଇ ଭାଇ ନଦୀକୁ ଗାଧୋଇବାକୁ ଯାଇଥିବା ସମୟରେ ବୁଡିଯାଇଥିଲେ । ଘଟଣାସ୍ଥଳରେ ଅଗ୍ନିଶ୍ରମ ବାହିନୀ ପହଞ୍ଚି ଦୁଇ ଭାଇଙ୍କ ମୃତ ଦେହ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଇଥିଲେ ମାତ୍ର ଡାକ୍ତର ସେଠାରେ ସେମାନଙ୍କୁ ମୃତ ଘୋଷଣା କରିଥିଲେ ।
ଗୋଟାଏ ଦିନରେ କୋଟିପତି ହେଲେ ଦିନ ମଜୁରିଆଆଜିଠୁ ରାଜ୍ୟରେ ବୁଲିଲା ୩୪ ସାଇବର ସୁରକ୍ଷା ରଥ, ଅକ୍ଟୋବର ୧୫ ଯାଏଁ କରେଇବ ସଚେତନବିହାରରେ ସରିଲା ଜାତିଗତ ଗଣନା, ରିପୋର୍ଟ ଜାରି କଲେ ସରକାରଅମିତ ଶାହାଙ୍କୁ ଭେଟିଲେ ସୌମ୍ୟସକ୍ରିୟ ଲଘୁଚାପ: ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ, ମତ୍ସଜୀବୀଙ୍କୁ ସମୁଦ୍ର ନ ଯିବାକୁ ବାରଣଆଜି ମଧ୍ୟପ୍ରଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ, ଉଦଘାଟନ କରିବେ ଦିଲ୍ଲୀ-ଭଦୋଦରା ଏକ୍ସପ୍ରେସଆଜି ମହାତ୍ମା ଗାନ୍ଧି ଓ ଶାସ୍ତ୍ରୀଙ୍କ ଜୟନ୍ତୀଆଜିଠୁ ରାଜ୍ୟର ୪ ଜିଲ୍ଲାରେ ଆରମ୍ଭ ହେବ ଲକ୍ଷ୍ମୀ ବସ ସେବା; ମୁଖ୍ୟମନ୍ତ୍ରୀ କରିବେ ଶୁଭାରମ୍ଭକଟକ ବଡ଼ ମେଡିକାଲରେ ପାଣି ସମସ୍ୟା; ରୋଗୀ ହନ୍ତସନ୍ତଅନଲାଇନ ଗେମ୍ ହେଲା ମହଙ୍ଗା; ଲାଗୁ ହେଲା ୨୮% GST