millet

ଅନ୍ତର୍ଜାତୀୟ ମିଲେଟ୍ ସମ୍ମିଳନୀର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର(ଏଏନଏସ): ଆଜିଠୁ ଭୁବନେଶ୍ୱରର ଜନତା ମଇଦାନରେ ଆରମ୍ଭ ହୋଇଛି ଦୁଇ ଦିନିଆ ଅନ୍ତର୍ଜାତୀୟ ମିଲେଟ୍ ସମ୍ମିଳନୀ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିଛନ୍ତି। ଏହି ଅନ୍ତର୍ଜାତୀୟ ସମ୍ମିଳନୀର ବିଷୟବସ୍ତୁ ରହିଛି ‘ଆଧୁନିକ ଯୁଗର ଆହ୍ୱାନ ନିମନ୍ତେ ପ୍ରାଚୀନ ଶସ୍ୟ-ମିଲେଟସ୍’। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଦବୋଧନ ଦେଇ କହିଛନ୍ତି ୨୦୨୩କୁ ଅନ୍ତର୍ଜାତୀୟ ପୃଷ୍ଟିଶସ୍ୟ ବର୍ଷ ଘୋଷଣା କରିଛି ଜାତିସଂଘ। ଜାତିସଂଘକୁ ହୃଦୟରୁ କୃତଜ୍ଞତା ଜ୍ଞାପନ କରୁଛି।

ଅନ୍ତର୍ଜାତୀୟ ମିଲେଟ୍ ସମ୍ମିଳନୀ ଆୟୋଜନର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ମାଣ୍ଡିଆ ବ୍ୟବହାରକୁ ପ୍ରୋତ୍ସାହିତ କରିବା ଓ ଏଥିପ୍ରତି ଜନ ସଚେତନତା ସୃଷ୍ଟି କରିବା। 

ଅନ୍ୟମାନଙ୍କୁ ଜଣାନ୍ତୁ।