ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୪୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୨ ଜଣଙ୍କର ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଗଞ୍ଜାମ ଜିଲ୍ଲାରେ ୨ ଜଣଙ୍କର ଜୀବନ ନେଇଛି କରୋନା ମହାମାରୀ । ଦୁଇ ଜଣ ପୁରୁଷ ହୋଇଥିବା ବେଳେ ଜଣଙ୍କୁ ୫୧ ବର୍ଷ ହୋଇଥିବା ତ ଆଉ ଜଣଙ୍କୁ ମାତ୍ର ୩୧ ବର୍ଷ ହୋଇଥିଲା । ଏହି କ୍ରମରେ ଗଞ୍ଜାମରେ କରୋନା ମୃତ୍ୟୁ ସଂଖ୍ୟା ୪୮କୁ ବୃଦ୍ଧି ପାଇଛି । ଅନ୍ୟପଟେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୭୯କୁ ବୃଦ୍ଧି ପାଇଛି ।
ଗୋଟାଏ ଦିନରେ କୋଟିପତି ହେଲେ ଦିନ ମଜୁରିଆଆଜିଠୁ ରାଜ୍ୟରେ ବୁଲିଲା ୩୪ ସାଇବର ସୁରକ୍ଷା ରଥ, ଅକ୍ଟୋବର ୧୫ ଯାଏଁ କରେଇବ ସଚେତନବିହାରରେ ସରିଲା ଜାତିଗତ ଗଣନା, ରିପୋର୍ଟ ଜାରି କଲେ ସରକାରଅମିତ ଶାହାଙ୍କୁ ଭେଟିଲେ ସୌମ୍ୟସକ୍ରିୟ ଲଘୁଚାପ: ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ, ମତ୍ସଜୀବୀଙ୍କୁ ସମୁଦ୍ର ନ ଯିବାକୁ ବାରଣଆଜି ମଧ୍ୟପ୍ରଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ, ଉଦଘାଟନ କରିବେ ଦିଲ୍ଲୀ-ଭଦୋଦରା ଏକ୍ସପ୍ରେସଆଜି ମହାତ୍ମା ଗାନ୍ଧି ଓ ଶାସ୍ତ୍ରୀଙ୍କ ଜୟନ୍ତୀଆଜିଠୁ ରାଜ୍ୟର ୪ ଜିଲ୍ଲାରେ ଆରମ୍ଭ ହେବ ଲକ୍ଷ୍ମୀ ବସ ସେବା; ମୁଖ୍ୟମନ୍ତ୍ରୀ କରିବେ ଶୁଭାରମ୍ଭକଟକ ବଡ଼ ମେଡିକାଲରେ ପାଣି ସମସ୍ୟା; ରୋଗୀ ହନ୍ତସନ୍ତଅନଲାଇନ ଗେମ୍ ହେଲା ମହଙ୍ଗା; ଲାଗୁ ହେଲା ୨୮% GST