ଭୁବନେଶ୍ୱର-୨୯.୦୪.୨୦୨୧, ଭୁବନେଶ୍ୱର ଓୟୋ ହୋଟେଲରୁ ୯୯ ଲକ୍ଷ ୫୦ ହଜାର ଟଙ୍କା ଜବତ ଘଟଣାରେ ସଂପୃକ୍ତ ଥିବା ପୋଲିସ କର୍ମଚାରୀଙ୍କୁ ନିଲମ୍ବନ କରାଯାଇଛି । ଘଟଣାରେ ଜଣେ ହାବିଲଦାର ଓ ଜଣେ କନେଷ୍ଟବଳ ନିଲମ୍ବିତ ହୋଇଛନ୍ତି ଏବଂ ସ୍କାନରରେ ଅଛନ୍ତି ଏସଆଇ ବିଜୟ ଦାଶ । ଏହି ଘଟଣାର ତଦନ୍ତ ଦାୟିତ୍ୱ ଅତିରିକ୍ତ ଡିସିପିଙ୍କୁ ଦିଆଯାଇଛି । ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଡିସିପି ଉମାଶଙ୍କର ଦାଶ । ଏହା ବ୍ୟତୀତ ଜବତ ଟଙ୍କାର ତଦନ୍ତ ନେଇ ଇନକମ ଟ୍ୟାକ୍ସ ବିଭାଗକୁ ଚିଠି ଲେଖିଲା କମିଶନରେଟ ପୋଲିସ ।ବ୍ୟବସାୟୀଙ୍କୁ ପଚରାଉଚରା କରିବ ଇନକମ ଟ୍ୟାକ୍ସ ବିଭାଗ ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍