amit shah

ସୋନପୁରରୁ ନିର୍ବାଚନର ତୂରୀ ବଜାଇଲେ ଶାହା 

ଏଏନଏସ: ଓଡ଼ିଶାରେ କେନ୍ଦ୍ରଗୃହମନ୍ତ୍ରୀ ଅମିତ ଶାହା । ସୋନପୁରରେ ବିଶାଳ ନିର୍ବାଚନ ରାଲିକୁ ସମ୍ବୋଧନ କରୁଛନ୍ତି ଅମିତ ଶାହା । ମଂଚ ଉପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ସମେତ ବିଜେପିର ବରିଷ୍ଠ ନେତା ଉପସ୍ଥିତ ରହିଛନ୍ତି। ସୋନପୁରର ରାମେଶ୍ୱରମ ଷ୍ଟାଡିୟମରେ ଆୟୋଜିତ ସଭାରେ ୫୦ ହଜାରରୁ ଅଧିକ ଲୋକଙ୍କ ସମାଗମ ହୋଇଛି । ଅନ୍ୟପଟେ କେନ୍ଦ୍ର ଗୃହମନ୍ତ୍ରୀଙ୍କ ଗସ୍ତକୁ ନଜରରେ ରଖି  ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି ।

 

ଅନ୍ୟମାନଙ୍କୁ ଜଣାନ୍ତୁ।