କଟକ: କଟକ ଜିଲ୍ଲା ଓଲଟପୁରରେ ‘ଆରୋଗ୍ୟ ଭବନ’ ଲୋକାର୍ପଣ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ସେହି ଉଦ୍ଘାଟନ ଉତ୍ସବରେ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉଦ୍ବୋଧନ ଦେଇ କହିଲେ ‘ନର ସେବା ହିଁ ନାରାୟଣ ସେବା’ ମନ୍ତ୍ରରେ ବିଶ୍ବାସ କରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଗରିବଙ୍କ ଜୀବନରେ ମୂଳଭୂତ ପରିବର୍ତ୍ତନ ଆଣିବା ମୋଦିଙ୍କ ଲକ୍ଷ୍ୟ | ONGC ଓ ଉତ୍କଳ ବିପନ୍ନ ସହାୟତା ସମିତିକୁ ଧର୍ମେନ୍ଦ୍ର ପ୍ରଧାନ ଧନ୍ୟବାଦ ଦେଲେ । ଆରୋଗ୍ୟ ଭବନ ପାଇଁ ୨.୩୨ କୋଟି ଖର୍ଚ୍ଚ କରିଛି ONGC । ଭାରତୀୟ ପରମ୍ପରା ଓ ମୂଲ୍ୟବୋଧ ଆପଣାଇବାକୁ ଧର୍ମେନ୍ଦ୍ର ପରାମର୍ଶ ଦେଇଛନ୍ତି |
ବାହାନଗା ସ୍କୁଲ୍ରେ ହେବ ଶୁଦ୍ଧିକରଣଉନ୍ମୋଚନ ହେଲା ଓଡ଼ିଶା ଆମ୍ବ ଲୋଗୋଯାଜପୁର କଳିଙ୍ଗନଗର ଡୁବୁରୀ ଛକରେ ଭୟାବହ ଅଗ୍ନିକାଣ୍ଡଆଜି ମହାପ୍ରଭୁଙ୍କ ଅଣସର ସେବାର ଚତୁର୍ଥ ଦିନୟୁଟ୍ୟୁବର ‘ଅନ୍ ଟାଲେଣ୍ଟେଡ୍ ଗାଏ’ର ଚ୍ୟାନେଲ ବ୍ୟାନ୍ଗାଧୋଇବାବେଳେ ପୋଖରୀରେ ବୁଡ଼ି ୨ ମହିଳା ମୃତଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳଯାତ୍ରୀଙ୍କୁ ନେଇ ପୁରୀରୁ କୋଲକାତା ଯାଉଥିବା ବସ୍ ଅଟକମୋଦୀଙ୍କ ପାଖକୁ ସ୍ୱତନ୍ତ୍ର କିସମର ଆମ୍ବ ପଠାଇଲେ ମମତା ବାନାର୍ଜୀଦୂରଦର୍ଶନର ପ୍ରଥମ ଇଂରାଜୀ ନ୍ୟୁଜ୍ ଆଙ୍କର ଗୀତାଞ୍ଜଳି ଆୟରଙ୍କ ପରଲୋକ