ଭୁବନେଶ୍ବର, ଓଡ଼ିଶା ସହ ପଡ଼ୋଶୀ ରାଜ୍ୟ ଆନ୍ଧ୍ରପ୍ରଦେଶ, ପଶ୍ଚିମବଙ୍ଗ, ଛତିଶଗଡ଼ ଓ ଝାଡ଼ଖଣ୍ଡ ସହ ରହିଥିବା ଦୀର୍ଘ ଦିନର ସୀମା ବିବାଦକୁ ସମାଧାନ କରିବା ପାଇଁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବା ତଥା ଆପୋଷ ବୁଝାମଣା କରିବା ପାଇଁ କେନ୍ଦ୍ର ସରକାରଙ୍କ ସହାୟତା ନେବା ଓ ଅନ୍ୟାନ୍ୟ ପଦକ୍ଷେପ ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଚାଲିଛି ନୂଆ ସଂସଦ ଭବନର ଉଦଘାଟନହୋଟେଲରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟଆଶ୍ୱସ୍ତି ଦେଇଛି କାଳବୈଶାଖୀରାସ୍ତା ସଫା କର ବିଜୁଳି ସଂଯୋଗ ଦିଅକାଳବୈଶାଖୀ ବର୍ଷା ଆଣିଲା ଆଶ୍ୱସ୍ତିଏଥର ମାଗଣା wifi ଓ 1 GB ଡାଟାANS NEWS SUPERFAST [email protected]ଆମ୍ବ ଗୋଟେଇବା ହେଲା କାଳକାହିଁକି ହତ୍ୟା କଲା ଗୋପାଳ ଦାସ ?ରେମୁଣା ଗୋଲେଇ ଛକରେ ଫୁଟିଲା ଗୁଳି