କରୋନା ସଂକ୍ରମଣ ରୋକିବା ଲାଗି ଆଜି ରାଜଧାନୀର ୟୁନିଟ୍-୪ ମାର୍କେଟ ବନ୍ଦ ରଖିବାକୁ ବିଏମସି ପକ୍ଷରୁ ନିର୍ଦେଶ ଜାରି କରାଯାଇଛି। ଏହାସହିତ ୟୁନିଟ୍-୪ ହାଟକୁ ବିଏମସି ବନ୍ଦ କରୁଥିବା ଜଣାଯାଇଛି। ପରବର୍ତ୍ତୀ ନିର୍ଦେଶନାମା ପର୍ଯ୍ୟନ୍ତ କଟକଣା ବଳବତ୍ତର ରହିବ ବୋଲି ବିଏମସି ପକ୍ଷରୁ କୁହାଯାଇଛି। କେତେକ ବ୍ୟକ୍ତି କରୋନା ପଜିଟିଭ୍ ଚିହ୍ନଟ ହେବାପରେ ୟୁନିଟ୍-୪ ମାର୍କେଟ୍କୁ ସିଲ୍ କରାଯାଇଛି। ଏହାଛଡ଼ା ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଥିବା ଦୋକାନ ମଧ୍ୟ ବନ୍ଦ ରହିବ। ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ଏହି ଅଞ୍ଚଳକୁ ସିଲ୍ କରାଯାଇଥିବା ବିଏମ୍ସି ପକ୍ଷରୁ ସୂଚନା ଦିଆଯାଇଛି।
ANS NEWS SUPERFAST [email protected]ଘୋଷଣା ହେଲା ଝାରସୁଗୁଡ଼ା ଉପନିର୍ବାଚନ ତାରିଖସାବରକରଙ୍କ ବିରୋଧରେ ଟିପ୍ସଣୀ ଦେବେନି ରାହୁଲ ଗାନ୍ଧୀଆଙ୍ଗୁଠି ଫୁଟାଇବା ହୋଇପାରେ କ୍ଷତିକାରକଦୂର ହେବ ଶୀତଳ ଭଣ୍ଡାର ସମସ୍ୟାଗାଡି ଚଲାଇ ଧରାପଡିଲେ ନାବାଳକଏନସିପି ନେତା ଫେରିପାଇଲେ ସାଂସଦ ପଦମେ ୧୦ରେ କର୍ଣ୍ଣାଟକରେ ବିଧାନସଭା ଭୋଟ୩୦ ବର୍ଷ ଧରି ବଧୂବେଶବଢ଼ୁଛି କରୋନା ସଂକ୍ରମଣ