ଭୁବନେଶ୍ୱର: ଆସନ୍ତା ୧୧ ତାରିଖରୁ ଖୋଲିବ ଉତ୍କଳ ବିଶ୍ବବିଦ୍ୟାଳୟ । କୁଳପତିଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକରେ ଆଲୋଚନା ।କହିଲେ ବିଶ୍ବବିଦ୍ୟାଳୟ ଖୋଲିବା ପୂର୍ବରୁ ସବୁ ପ୍ରକାର ପଦକ୍ଷେପ ନିଆଯିବ |ସମ୍ପୂର୍ଣ୍ଣ ବିଶ୍ବବିଦ୍ୟାଳୟକୁ ସାନିଟାଇଜ୍ କରାଯିବ | ହଷ୍ଟେଲରେ ରହିଲେ ଛାତ୍ରଛାତ୍ରୀଙ୍କ କୋଭିଡ୍ ଟେଷ୍ଟ ବାଧ୍ୟତାମୂଳକ ରଖାଯାଇଛି । ଅଧ୍ୟାପକ ଓ କର୍ମଚାରୀଙ୍କ ବି ହେବ କୋଭିଡ୍ ଟେଷ୍ଟ ।ଏନେଇ ଉତ୍କଳ ବିଶ୍ବବିଦ୍ୟାଳୟ କୁଳପତି ସବିତା ଆଚାର୍ଯ୍ୟ ସୂଚନା ଦେଇଛନ୍ତି |
ଚାଲିଛି ନୂଆ ସଂସଦ ଭବନର ଉଦଘାଟନହୋଟେଲରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟଆଶ୍ୱସ୍ତି ଦେଇଛି କାଳବୈଶାଖୀରାସ୍ତା ସଫା କର ବିଜୁଳି ସଂଯୋଗ ଦିଅକାଳବୈଶାଖୀ ବର୍ଷା ଆଣିଲା ଆଶ୍ୱସ୍ତିଏଥର ମାଗଣା wifi ଓ 1 GB ଡାଟାANS NEWS SUPERFAST [email protected]ଆମ୍ବ ଗୋଟେଇବା ହେଲା କାଳକାହିଁକି ହତ୍ୟା କଲା ଗୋପାଳ ଦାସ ?ରେମୁଣା ଗୋଲେଇ ଛକରେ ଫୁଟିଲା ଗୁଳି