ଭୁବନେଶ୍ୱର-୩୦.୦୪.୨୦୨୧, ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଏନେଇ ହାଇକୋର୍ଟ ସହ ରାଜ୍ୟର ସବୁ କୋର୍ଟରେ ଧାର୍ଯ୍ୟ ତାରିଖ ଆଗରୁ ଖରାଛୁଟି କରାଯିବାକୁ ନିଷ୍ପତ୍ତି ନିଆଯାଇଛି । ଆସନ୍ତା ମେ’୩ ତାରିଖରୁ ହାଇକୋର୍ଟ ଏବଂ ଅନ୍ୟ କୋର୍ଟରେ ଖରାଛୁଟି ହେବ । ମେ’୩ ରୁ ଜୁନ ୫ ଯାଏ ଖରାଛୁଟି ହେବ । ଏଠାରେ ସୂଚନାଯୋଗ୍ୟ ଯେ, ପୂର୍ବରୁ ମେ’ ୨୪ ତାରିଖରୁ ହାଇକୋର୍ଟରେ ଏବଂ ମେ’ ୨୨ରୁ ତଳକୋର୍ଟରେ ଖରାଛୁଟି ହେବାକୁ ଧାର୍ଯ୍ୟଥିଲା । କିନ୍ତୁ ବର୍ତମାନ କରୋନା ମହାମାରୀ ପାଇଁ ଆଗୁଆ ଖରାଛୁଟି ହେବାକୁ ନିଷ୍ପତି ହୋଇଛି ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍