ଭୁବନେଶ୍ୱର, ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାବେଳେ କରୋନା ଟିକାର ଅଭାବ ଦେଖାଦେଇଛି । ଏଥିପାଇଁ ରାଜ୍ୟରେ ୧୧ଟି ଜିଲ୍ଲାରେ ଟିକାକରଣ ବନ୍ଦ କରି ଦିଆଯାଇଛି । ଜିଲ୍ଲାଗୁଡିକ ଯଥା-କୋରାପୁଟ, ପୁରୀ,ବୌଦ୍ଧ, ଭଦ୍ରକ, ନୟାଗଡ଼, ଗଜପତି, ଯାଜପୁର, ଢେଙ୍କାନାଳ, ଝାରସୁଗୁଡ଼ା,ସମ୍ବଲପୁର ଓ ସୋନପୁର । ରାଜ୍ୟରେ ଆଗରୁ ୧୪୭୬ଟିକାଦାନ କେନ୍ଦ୍ରରେ ଟିକାକରଣ କରାଯାଉଥିଲା କିନ୍ତୁ ଟିକା ଅଭାବରୁ ମାତ୍ର ୫୦୦ କେନ୍ଦ୍ରରେ ଟିକାକରଣ କରାଯାଉଛି ।
ଓଟିଟିରେ ରିଲିଜ୍ ହେବ ଅକ୍ଷୟଙ୍କ ‘ଓ ମାଇଁ ଗଡ୍-୨’ ଚଳଚ୍ଚିତ୍ରମହାନଦୀ ବ୍ରିଜରେ ଦୁର୍ଘଟଣା: ବିପଦଜନକ ଭାବେ ଝୁଲି ରହିଛି ଯାତ୍ରୀବାହୀ ବସ୍ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ନାରାବାଜି; ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବିହବିଷ୍ୟାଳୀ ଯୋଜନାରେ ଆଜିଠୁ ନାମ ପଞ୍ଜୀକରଣଆମେରିକାର ମେରିଲ୍ୟାଣ୍ଡରେ ଉନ୍ମୋଚିତ ହେବ ଆମ୍ବେଦକରଙ୍କ ସବୁଠୁ ବଡ ପ୍ରତିମୂର୍ତ୍ତିଲୋକସେବା ଭବନରେ ଲାଗିଲା ନିଆଁଦ୍ୱିତୀୟ ମ୍ୟାଲେରିଆ ଟିକା R21 / Matrix-M ଟିକାକୁ ଅନୁମତି ଦେଲା WHOପୂର୍ବଭଳି ତ୍ଵଚାର ଚମକକୁ ଫେରାଇ ଆଣିବାକୁ ଚାହାନ୍ତି, ତେବେ ଜାଣନ୍ତୁ ପାରାଦୀପ ବନ୍ଦର ହେବ ଗ୍ରିନ୍ ହାଇଡ୍ରୋଜେନ୍ ରପ୍ତାନି ହବ୍ଦିନିକିଆ ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ଓ ଧର୍ମେନ୍ଦ୍ର ପ୍ରଧାନ