ନୂଆଦିଲ୍ଲୀ, ଦେଶବ୍ୟାପୀ 4 ଦିନିଆ ଟିକା ଉତ୍ସବ ଆଜିଠାରୁ ଆରମ୍ଭ ହୋଇଛି । କରୋନା ମହାମାରୀର ମୁକାବିଲା କରିବା ପାଇଁ ଏହି ଟିକା ଉତ୍ସବ ପାଳନ ହେଉଛି । ବିଶ୍ବର ସର୍ବବୃହତ କୋଭିଡ ଟିକାକରଣ ଅଭିଯାନ ‘ଟିକା ଉତ୍ସବ’ ପାଳନ ପାଇଁ ଆହ୍ବାନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆସନ୍ତା 14 ତାରିଖ ଯାଏ ଏହି ଉତ୍ସବ ହେବ । ଯୋଗ୍ୟ ବିବେଚିତ ଲୋକମାନଙ୍କୁ ଅଧିକରୁ ଅଧିକଭାବେ ଟିକାକରଣରେ ସାମିଲ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁତ୍ବ ଦେଇଛନ୍ତି । ସୂଚନା ଅନୁସାରେ, ବିଶ୍ବରେ ପ୍ରଥମେ ୧୦ କୋଟି ଟିକାଦାନ ଲକ୍ଷ୍ୟ ହାସଲ କରିଛି ଭାରତ। ଦେଶରେ ୮୫ ଦିନରେ ଦିଆଗଲାଣି ୧୦ କୋଟିରୁ ଅଧିକ ଡୋଜ ଟିକା ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍