ଭୁବନେଶ୍ୱର, ଟୀକାକରଣ ନେଇ ସମସ୍ତେ ସଜାଗ ଓ ପ୍ରସ୍ତୁତି ମଧ୍ୟ ଚୂଡ଼ାନ୍ତ ପର୍ଯ୍ୟାୟରେ । ରାଜଧାନୀରେ ଟୀକାକରଣ ନେଇ ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଯେ, ରାଜଧାନୀରେ ଟୀକାକରଣ ନିମନ୍ତେ ୪୪ଟି ସ୍ଥାନ ଚିହ୍ନଟ କରାଯାଇଛି । ତା ମଧ୍ୟରୁ ୧୮ଟି ପ୍ରମୁଖ ହସ୍ପିଟାଲ ସାମିଲ ରହିଛି ଏବଂ ୨୬ଟି ପିଏଚସି ଓ ସିଏଚସି ରହିଛି । ରାଜ୍ୟରେ ପ୍ରଥମେ ସ୍ୱାସ୍ଥ୍ୟକର୍ମୀମାନଙ୍କୁ ଟୀକା ଦିଆଯିବ । ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ସମସ୍ତ କାର୍ଯ୍ୟ ହେବ ।
ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣଭୁବନେଶ୍ୱର ଏମ୍ସରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଆଜିଠୁ କମ୍ପିବ କଳିଙ୍ଗଦିଲ୍ଲୀର ଡାକ୍ତରଖାନାରେ ଲାଗିଲା ନିଆଁଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲରଥଯାତ୍ରା ପାଇଁ ପୁରୀ ସହରକୁ ଜଗିବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସହାଇସିକ୍ୟୁରିଟି ନମ୍ବର ନଥିଲେ ଚାଳକଙ୍କୁ ନିସ୍ତାର ନାହିଁସ୍ୱାମୀ ଓ ଶାଶୁକୁ ବିଷ ଦେଲା ବୋହୂ