ଭୁବନେଶ୍ୱର, ରାଜ୍ୟରେ ଟିକାକରଣ କାର୍ଯ୍ୟ ଏ ପର୍ଯ୍ୟନ୍ତ ସଫଳ ଭାବେ ଚାଲୁ ରହିଛି । ଆସନ୍ତା ୬ତାରିଖରୁ ରାଜ୍ୟରେ ଆଗଧାଡ଼ିର କରୋନା ଯୋଦ୍ଧାଙ୍କୁ ଟିକା ଦିଆଯିବ । ସମ୍ମୁଖ ଯୋଦ୍ଧାଙ୍କ ପାଇଁ ବିଭିନ୍ନ ଅଫିସରରେ ଟିକା ରୁମର ବ୍ୟବସ୍ଥା ହେବ । ୩ ସପ୍ତାହ ମଧ୍ୟରେ ସେମାନଙ୍କୁ ଟିକାଦାନ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି । ଏନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି । ଏଥିପାଇଁ ୧ଲକ୍ଷ ୯୨ହଜାର ୪୩୭ଜଣଙ୍କ ତାଲିକା ହିତାଧିକାରୀଙ୍କ ତାଲିକା ପ୍ରସ୍ତୁତ କରାଯାଇଛି । ତେବେ ଟିକାକରଣ ପୂର୍ବରୁ ବ୍ୟାପକ ବ୍ୟବସ୍ଥା କରିବା ଲାଗି ସବୁ ଜିଲ୍ଲାପାଳ, ମ୍ୟୁନିସିପାଲ କମିସନର, ସିଡିଏମ୍ଓ, କ୍ୟାପିଟାଲ ହସ୍ପିଟାଲ ଓ ଆରଜିଏଚ୍ ନିର୍ଦେଶକଙ୍କୁ ଚିଠି ଲେଖିଛି ସ୍ବାସ୍ଥ୍ୟ ବିଭାଗ। ତେବେ ଏଯାଏଁ ରାଜ୍ୟରେ ୨ ଲକ୍ଷ ୮ ହଜାର ୨୦୫ ଜଣଙ୍କୁ ଟିକା ଦିଆଗଲାଣି । ୧୦ ତାରିଖ ସୁଦ୍ଧା ପ୍ରଥମ ପର୍ଯ୍ୟାୟ ଟିକାକରଣ ଶେଷ ହେବ ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍