ଭୁବନେଶ୍ୱର, ରାଜ୍ୟରେ ସଫଳ ଭାବେ ଚାଲିଛି ଟୀକାକରଣ କାର୍ଯ୍ୟକ୍ରମ । ବର୍ତ୍ତମାନ ଦ୍ୱିତୀୟ ପର୍ଯ୍ୟାୟ ଟୀକାକରଣ ଜାରି ରହିଛି । ଏଥିରେ ୬୦ ବର୍ଷରୁ ଅଧିକ ବୟସ୍କ ଏବଂ ୪୫ରୁ ଅଧିକ ରୋଗରେ ପୀଡିତ ଥିବା ବୟସ୍କ ବ୍ୟକ୍ତିଙ୍କୁ ଟିକାକରଣ କରାଯାଉଛି । ତେବେ ଗତକାଲି ୬୦ ବର୍ଷରୁ ଉର୍ଦ୍ଧ୍ୱ ୨୦,୯୫୨ ଜଣଙ୍କର ଟୀକାକରଣ ହୋଇଛି । ୪୫ରୁ ବର୍ଷ ଏକାଧିକ ରୋଗରେ ପୀଡିତ ଥିବା ୭୭୪ ଜଣ ଟିକା ନେଇଛନ୍ତି । ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି । ଟୀକା ନେବା ପରେ ଜଣେ ବ୍ୟକ୍ତିଙ୍କ ଶରୀରରେ କେତେ ପରିମାଣର ଆଣ୍ଟିବଡି ତିଆରି ହୋଇଛି ତାହାର ପରୀକ୍ଷଣ କରାଯାଉଛି ।
ଗୋଟାଏ ଦିନରେ କୋଟିପତି ହେଲେ ଦିନ ମଜୁରିଆଆଜିଠୁ ରାଜ୍ୟରେ ବୁଲିଲା ୩୪ ସାଇବର ସୁରକ୍ଷା ରଥ, ଅକ୍ଟୋବର ୧୫ ଯାଏଁ କରେଇବ ସଚେତନବିହାରରେ ସରିଲା ଜାତିଗତ ଗଣନା, ରିପୋର୍ଟ ଜାରି କଲେ ସରକାରଅମିତ ଶାହାଙ୍କୁ ଭେଟିଲେ ସୌମ୍ୟସକ୍ରିୟ ଲଘୁଚାପ: ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ, ମତ୍ସଜୀବୀଙ୍କୁ ସମୁଦ୍ର ନ ଯିବାକୁ ବାରଣଆଜି ମଧ୍ୟପ୍ରଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ, ଉଦଘାଟନ କରିବେ ଦିଲ୍ଲୀ-ଭଦୋଦରା ଏକ୍ସପ୍ରେସଆଜି ମହାତ୍ମା ଗାନ୍ଧି ଓ ଶାସ୍ତ୍ରୀଙ୍କ ଜୟନ୍ତୀଆଜିଠୁ ରାଜ୍ୟର ୪ ଜିଲ୍ଲାରେ ଆରମ୍ଭ ହେବ ଲକ୍ଷ୍ମୀ ବସ ସେବା; ମୁଖ୍ୟମନ୍ତ୍ରୀ କରିବେ ଶୁଭାରମ୍ଭକଟକ ବଡ଼ ମେଡିକାଲରେ ପାଣି ସମସ୍ୟା; ରୋଗୀ ହନ୍ତସନ୍ତଅନଲାଇନ ଗେମ୍ ହେଲା ମହଙ୍ଗା; ଲାଗୁ ହେଲା ୨୮% GST