ଭୁବନେଶ୍ୱର-୨୯.୦୪.୨୦୨୧, ରାଜ୍ୟରେ କରୋନା ମହାମାରୀ ଦ୍ରୁତ ଗତିରେ ବଢ଼ିଚାଲିଛି । ରାଜ୍ୟରେ ଟିକାକରଣ ମଧ୍ୟ ସଫଳ ଭାବେ ଜାରି ରହିଛି । ତେବେ ଆସନ୍ତା ୧ ତାରିଖରୁ ରାଜ୍ୟରେ ତୃତୀୟ ପର୍ଯ୍ୟାୟ ଟିକାକରଣ ଆରମ୍ଭ ହେବାକୁ ଯାଉଛି । ଏଭଳି ପରିସ୍ଥିତିରେ ରାଜ୍ୟରେ ଟିକାର ଅଭାବ ଦେଖାଦେଇଛି । ଆଜି ରାଜ୍ୟର ୧୨ ଟି ଜିଲ୍ଲାରେ ଟିକାକରଣ ବନ୍ଦ ରହିଛି । ଜିଲ୍ଲାଗୁଡିକ ହେଲା ଯଥା-ଖୋର୍ଦ୍ଧା, କଟକ, ବୌଦ୍ଧ, ଯାଜପୁର, ଭଦ୍ରକ, ଝାରସୁଗୁଡା, କେନ୍ଦ୍ରପଡା, କେନ୍ଦୁଝର, କୋରାପୁଟ, ବାଲେଶ୍ୱର, ମୟୂରଭଞ୍ଜ ଓ ପୁରୀରେ ଟିକାକରଣ ବନ୍ଦ ରହିଛି । ତେବେ ଖୋର୍ଦ୍ଧା ଜିଲ୍ଲାରେ ଟିକାକରଣ ବନ୍ଦ ରହିଥିଲେ ମଧ୍ୟ ରାଜଧାନୀ ଭୁବନେଶ୍ୱରରେ ଟିକାକରଣ ଜାରି ରହିବ ବୋଲି କୁହାଯାଇଛି ।
ଓଟିଟିରେ ରିଲିଜ୍ ହେବ ଅକ୍ଷୟଙ୍କ ‘ଓ ମାଇଁ ଗଡ୍-୨’ ଚଳଚ୍ଚିତ୍ରମହାନଦୀ ବ୍ରିଜରେ ଦୁର୍ଘଟଣା: ବିପଦଜନକ ଭାବେ ଝୁଲି ରହିଛି ଯାତ୍ରୀବାହୀ ବସ୍ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ନାରାବାଜି; ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବିହବିଷ୍ୟାଳୀ ଯୋଜନାରେ ଆଜିଠୁ ନାମ ପଞ୍ଜୀକରଣଆମେରିକାର ମେରିଲ୍ୟାଣ୍ଡରେ ଉନ୍ମୋଚିତ ହେବ ଆମ୍ବେଦକରଙ୍କ ସବୁଠୁ ବଡ ପ୍ରତିମୂର୍ତ୍ତିଲୋକସେବା ଭବନରେ ଲାଗିଲା ନିଆଁଦ୍ୱିତୀୟ ମ୍ୟାଲେରିଆ ଟିକା R21 / Matrix-M ଟିକାକୁ ଅନୁମତି ଦେଲା WHOପୂର୍ବଭଳି ତ୍ଵଚାର ଚମକକୁ ଫେରାଇ ଆଣିବାକୁ ଚାହାନ୍ତି, ତେବେ ଜାଣନ୍ତୁ ପାରାଦୀପ ବନ୍ଦର ହେବ ଗ୍ରିନ୍ ହାଇଡ୍ରୋଜେନ୍ ରପ୍ତାନି ହବ୍ଦିନିକିଆ ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ଓ ଧର୍ମେନ୍ଦ୍ର ପ୍ରଧାନ