ଭୁବନେଶ୍ୱର, ତିର୍ତ୍ତୋଲ ଓ ବାଲେଶ୍ବର ସଦର ଉପ ନିର୍ବାଚନ ପାଇଁ ଜୋରଦାର ପ୍ରଚାର ଚାଲିଛି । ତେବେ ଉପନିର୍ବାଚନ ପ୍ରଚାର ମଇଦାନକୁ ଓହ୍ଲାଇବେନି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଭର୍ଚୁଆଲ୍ ରାଲି ମାଧ୍ୟମରେ ବାଲେଶ୍ବର ସଦର ଓ ତିର୍ତ୍ତୋଲ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ପ୍ରଚାର କରିବେ । ୨୮ ତାରିଖରେ ତିର୍ତ୍ତୋଲ ଉପ ନିର୍ବାଚନରେ ପ୍ରାର୍ଥୀ ହୋଇଥିବା ବିଜୟ ଶଙ୍କର ଦାସଙ୍କ ପାଇଁ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି । ୨୯ରେ ବାଲେଶ୍ୱର ପାଇଁ ନବୀନ ଡିଜିଟାଲରେ ପ୍ରଚାର କରିବେ ବୋଲି ଜଣାପଡିଛି ।
ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣଭୁବନେଶ୍ୱର ଏମ୍ସରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଆଜିଠୁ କମ୍ପିବ କଳିଙ୍ଗଦିଲ୍ଲୀର ଡାକ୍ତରଖାନାରେ ଲାଗିଲା ନିଆଁଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲରଥଯାତ୍ରା ପାଇଁ ପୁରୀ ସହରକୁ ଜଗିବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସହାଇସିକ୍ୟୁରିଟି ନମ୍ବର ନଥିଲେ ଚାଳକଙ୍କୁ ନିସ୍ତାର ନାହିଁସ୍ୱାମୀ ଓ ଶାଶୁକୁ ବିଷ ଦେଲା ବୋହୂ