ନବରଙ୍ଗପୁର, ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ୍ ହାଟଭରଣ୍ଡି ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ପୂର୍ଣ୍ଣଚନ୍ଦ୍ର ଧଳ। ସାର୍ଟିଫିକେଟ ସଂଶୋଧନ ପାଇଁ ୨ ହଜାର ଟଙ୍କା ଲାଞ୍ଚ ନେଉଥିବା ଅଭିଯୋଗରେ ତାଙ୍କୁ ଗିରଫ କରିଛି ଭିଜିଲାନ୍ସ । ସୂଚନାଥାଉକି, ଜଣେ ଛାତ୍ରୀଙ୍କ ସାର୍ଟିଫିକେଟରେ କିଛି ତୃଟି ଥିଲା । ତାହାକୁ ସଂଶୋଧନ କରାଇଦେବା ନିମେନ୍ତ ପ୍ରଧାନଶିକ୍ଷକ ମହାଶୟ ଛାତ୍ରୀଙ୍କ ଅଭିଭାବକଙ୍କୁ ୨ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ଉକ୍ତ କଥା ଅଭିଭାବକ ଜଣଙ୍କ ଭିଜିଲାନ୍ସଙ୍କୁ ଜଣାଇବା ପରେ, ଯୋଜନା ମୂତାବକ ଲାଞ୍ଚ ନେଉଥିବାବେଳେ ଗିରଫ କରିଛି ଭିଜିଲାନ୍ସ ।
ଚିକିତ୍ସା ଅଭାବରୁ ମେଡିକାଲରେ ଚାଲିଗଲା ରୋଗୀଙ୍କ ଜୀବନମନରୁ ପାପ ଦୂର କରିବା ପାଇଁ କରନ୍ତୁ ମା’ ଗୌରୀଙ୍କ ପୂଜାANS NEWS SUPERFAST [email protected]ଘୋଷଣା ହେଲା ଝାରସୁଗୁଡ଼ା ଉପନିର୍ବାଚନ ତାରିଖସାବରକରଙ୍କ ବିରୋଧରେ ଟିପ୍ସଣୀ ଦେବେନି ରାହୁଲ ଗାନ୍ଧୀଆଙ୍ଗୁଠି ଫୁଟାଇବା ହୋଇପାରେ କ୍ଷତିକାରକଦୂର ହେବ ଶୀତଳ ଭଣ୍ଡାର ସମସ୍ୟାଗାଡି ଚଲାଇ ଧରାପଡିଲେ ନାବାଳକଏନସିପି ନେତା ଫେରିପାଇଲେ ସାଂସଦ ପଦମେ ୧୦ରେ କର୍ଣ୍ଣାଟକରେ ବିଧାନସଭା ଭୋଟ