ଅନୁଗୁଳ, ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଅନୁଗୁଳ ଜିଲ୍ଲା ବଇଣ୍ଡା ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀ ବସନ୍ତ କୁମାର ବସ୍ତିଆଙ୍କ ସରକାରୀ କାର୍ଯ୍ୟାଳୟ ଓ କ୍ୱାର୍ଟର୍ସରେ ଭିଜିଲାନ୍ସ ରେଡ଼ ହୋଇଛି। ଭିଜିଲାନ୍ସ କଟକ ଡିଭିଜନ ଏସ୍ପି ଶଶିଭୂଷଣ ମିଶ୍ରଙ୍କ ନେତୃତ୍ୱରେ ଏହି ଚଢ଼ାଉ ଚାଲିଛି । ନିଆଳିର ସିଠାଳୋସ୍ଥିତ ପୈତୃକ ବାସଭବନ , ଶ୍ୱଶୁର ଘର ସମେତ ୪ଟି ଜାଗାରେ ଭିଜିଲାନ୍ସ ଏକକାଳୀନ ଚଢାଉ କରୁଛି । ତେବେ କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି ତାହା ସ୍ପଷ୍ଟ ହୋଇନାହିଁ ।
ଗଞ୍ଜାମକୁ ଏକ ନମ୍ବର ଜିଲ୍ଲା କରିବା ପାଇଁ ସମସ୍ତେ ମିଶି କାମ କରିବା: ନବୀନ ପଟ୍ଟନାୟକଆମେରିକାର ମିସିସିପିରେ ଭୟଙ୍କର ଘୂର୍ଣ୍ଣିଝଡସଭାପତି ଭାବେ ନିର୍ବାଚିତ ହେଲେ ବରିଷ୍ଠ ଆଇନଜୀବୀ ଧରଣୀଧର ନାୟକରାଜଧାନୀରେ ଏନ୍କାଉଣ୍ଟରରୁକୁଣା ରଥଯାତ୍ରା ନେଇ ସମନ୍ୱୟ ବୈଠକ ଅନୁଷ୍ଠିତଆଜିଠାରୁ ଝଡ଼ବର୍ଷା ସମ୍ଭାବନାଜାପାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀଖୋଲିଲା ନକଲି ସାର୍ଟିଫିକେଟ ଗୁମରପରିବହନ ମନ୍ତ୍ରୀଙ୍କୁ ନବୀନଙ୍କ ଚିଠିରାଜଧାନୀରେ ଜନଜାତି ସୁରକ୍ଷା ମଞ୍ଚର ଶୋଭାଯାତ୍ରା