ବଲାଙ୍ଗୀର, ଜମାପଟା କରିଦେବା କହି ଲାଞ୍ଚ ନେଉଥିବାବେଳେ, ଭିଜିଲାନ୍ସ ହାତରେ ଧରାପଡ଼ିଲେ କିରାଣୀ ଅସିତ କୁମାର ଯୋଶୀ । ସୂଚନାଥାଉକି, ବଲାଙ୍ଗୀର ଜିଲ୍ଲା ମୁରିବାହାଲ ତହସିଲ କାର୍ଯ୍ୟାଳୟର ବରିଷ୍ଠ କିରାଣୀ ଜମାପଟା କରାଇ ଦେବା ନାରେ ୨୮ଶହ ଟଙ୍କା ଲାଞ୍ଚ ମାଗିଥିଲେ । ଏ ସମ୍ପର୍କରେ ଅଭିଯୋଗକାରୀ ଭିଜିଲାନ୍ସକୁ ଜଣାଇବାପରେ, ଯୋଜନା ମୂତାବକ ଲାଞ୍ଚ ନେଉଥିବାବେଳେ, କିରାଣୀ ଜଣଙ୍କ ଭିଜିଲାନ୍ସ ହାତରେ ଧରା ପଡ଼ିଥିଲେ । କିରାଣୀଙ୍କ ନାରେ ଏକ ମାମଲା ରୁଜୁ କରାଯାଇ ତଦନ୍ତ ଚାଲିଛି ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ