ବରଗଡ଼, ଭିଜିଲାନ୍ସ ଜାଲରେ ବରଗଡ଼ ଜିଲ୍ଲାର ଭଟଲି ବ୍ଲକର ପିଇଓ ଉମେଶ ସେଠ । ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ବାସଭବନରେ ଭିଜିଲାନ୍ସ ଚଢ଼ାଉ କରିଛି । ପିଇଓଙ୍କର ବରଗଡ଼ କେଶବ ନଗର ଓ ଆମ୍ବାଭୋନା ଲାଉନସରା ବାସଭବନରେ ଚଢ଼ାଉ କରାଯାଇଛି । ଉମେଶ କାର୍ଯ୍ୟ କରୁଥିବା ୨ଟି ପଞ୍ଚାୟତ କାର୍ଯ୍ୟାଳରେ ମଧ୍ୟ ଚଢ଼ାଉ କରାଯାଇଥିଲା । ଚଢ଼ାଉ ସମୟରେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଭିଜିଲାନ୍ସ ଟିମକୁ ମିଳିଥିବା ସୂଚନା ରହିଛି । ସୂଚନାଯୋଗ୍ୟ ଯେ, ଭଟଲି ବ୍ଲକର ୨ଟି ପଞ୍ଚାୟତର ନିର୍ବାହୀ ଅଧିକାରୀ ରହିଛନ୍ତି ଉମେଶ ସେଠ ।
ଓଟିଟିରେ ରିଲିଜ୍ ହେବ ଅକ୍ଷୟଙ୍କ ‘ଓ ମାଇଁ ଗଡ୍-୨’ ଚଳଚ୍ଚିତ୍ରମହାନଦୀ ବ୍ରିଜରେ ଦୁର୍ଘଟଣା: ବିପଦଜନକ ଭାବେ ଝୁଲି ରହିଛି ଯାତ୍ରୀବାହୀ ବସ୍ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ନାରାବାଜି; ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବିହବିଷ୍ୟାଳୀ ଯୋଜନାରେ ଆଜିଠୁ ନାମ ପଞ୍ଜୀକରଣଆମେରିକାର ମେରିଲ୍ୟାଣ୍ଡରେ ଉନ୍ମୋଚିତ ହେବ ଆମ୍ବେଦକରଙ୍କ ସବୁଠୁ ବଡ ପ୍ରତିମୂର୍ତ୍ତିଲୋକସେବା ଭବନରେ ଲାଗିଲା ନିଆଁଦ୍ୱିତୀୟ ମ୍ୟାଲେରିଆ ଟିକା R21 / Matrix-M ଟିକାକୁ ଅନୁମତି ଦେଲା WHOପୂର୍ବଭଳି ତ୍ଵଚାର ଚମକକୁ ଫେରାଇ ଆଣିବାକୁ ଚାହାନ୍ତି, ତେବେ ଜାଣନ୍ତୁ ପାରାଦୀପ ବନ୍ଦର ହେବ ଗ୍ରିନ୍ ହାଇଡ୍ରୋଜେନ୍ ରପ୍ତାନି ହବ୍ଦିନିକିଆ ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ଓ ଧର୍ମେନ୍ଦ୍ର ପ୍ରଧାନ