ଭୁବନେଶ୍ୱର,ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ତିନି ଜଣ ସରକାରୀ ଅଫିସରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି |ସୂଚନା ଅନୁସାରେ ଜଗତସିଂହପୁର ,ବ୍ରହ୍ମପୁର ,ବଲାଙ୍ଗୀର ଜିଲ୍ଲାର ତିନୋଟି ଜାଗାରେ ଚଢ଼ାଉ କରି ବିପୁଳ ପରିମାଣର ସମ୍ପତ୍ତି ଓ ସୁନା ଜବତ କରିଛି ଭିଜିଲାନ୍ସ |
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜଗତସିଂହପୁର ତିର୍ତ୍ତୋଲ କୋର୍ଟରେ କାର୍ଯ୍ୟରତ ଏଏସଆଇ ରବିନ୍ଦ୍ର ସେନାପତିଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ | ନିଜ ବାସସ୍ଥାନ ସମେତ ୪ଟି ସ୍ଥାନରେ ଭିଜିଲାନ୍ସ ର ଚଢ଼ାଉ ଜାରି ରହିଛି |
ସେପଟେ ବ୍ରହ୍ମପୁର ଲିଙ୍ଗରାଜ ଆଇନ ମହାବିଦ୍ୟାଳୟ ଏନଏମଆର ପ୍ରଶାନ୍ତ ନାୟକଙ୍କ ଘର ସମେତ ୫ଟି ସ୍ଥାନରେ ଭିଜିଲାନ୍ସର ଚଢ଼ାଉ କରିଛି |ସେହିପରି ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱେସ୍କୋର ଆକାଉଣ୍ଟାଣ୍ଟ ବିଭୂତି ଶଙ୍କର ବିନ୍ଧାଣୀଙ୍କ ଘରେ ମଧ୍ୟ ଭିଜିଲାନ୍ସ ରେଡ କରି ନଗଦ ୧୬ ଲକ୍ଷ ଟଙ୍କା ଓ ସୁନା ବିସ୍କୁଟ ଜବତ କରିଛି |
ବାହାନଗା ସ୍କୁଲ୍ରେ ହେବ ଶୁଦ୍ଧିକରଣଉନ୍ମୋଚନ ହେଲା ଓଡ଼ିଶା ଆମ୍ବ ଲୋଗୋଯାଜପୁର କଳିଙ୍ଗନଗର ଡୁବୁରୀ ଛକରେ ଭୟାବହ ଅଗ୍ନିକାଣ୍ଡଆଜି ମହାପ୍ରଭୁଙ୍କ ଅଣସର ସେବାର ଚତୁର୍ଥ ଦିନୟୁଟ୍ୟୁବର ‘ଅନ୍ ଟାଲେଣ୍ଟେଡ୍ ଗାଏ’ର ଚ୍ୟାନେଲ ବ୍ୟାନ୍ଗାଧୋଇବାବେଳେ ପୋଖରୀରେ ବୁଡ଼ି ୨ ମହିଳା ମୃତଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳଯାତ୍ରୀଙ୍କୁ ନେଇ ପୁରୀରୁ କୋଲକାତା ଯାଉଥିବା ବସ୍ ଅଟକମୋଦୀଙ୍କ ପାଖକୁ ସ୍ୱତନ୍ତ୍ର କିସମର ଆମ୍ବ ପଠାଇଲେ ମମତା ବାନାର୍ଜୀଦୂରଦର୍ଶନର ପ୍ରଥମ ଇଂରାଜୀ ନ୍ୟୁଜ୍ ଆଙ୍କର ଗୀତାଞ୍ଜଳି ଆୟରଙ୍କ ପରଲୋକ