ଭୁବନେଶ୍ୱର, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ଭୁବନେଶ୍ୱର ଜିପିଏଚ୍ ଡିଭିଜନ୍-୨ର ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ନାଥ ପ୍ରଧାନଙ୍କ ସରକାରୀ କାର୍ଯ୍ୟାଳୟ ସମେତ ଛଅଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ଚଢ଼ଉ ଜାରି ରହିଥିବାର ଖବର ମିଳିଛି। ନୟାପଲ୍ଲୀ, ବାଲିଅନ୍ତା ଓ ନହରକଣ୍ଟାରେ ଥିବା ଘରେ ଓ ଭୁବନେଶ୍ୱର ୟୁନିଟ୍-୩ରେ ଥିବା ଅଫିସ ଓ ବ୍ରହ୍ମପୁର ସ୍ଥିତ ପୈତୃକ ଘରେ ରେଡ୍ ହୋଇଥିବା ସୂଚନା ମିଳିଛି ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ