You are currently viewing ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ରେଜିଷ୍ଟ୍ରାର

ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ରେଜିଷ୍ଟ୍ରାର

ଢେଙ୍କାନାଳ, ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ରେଜିଷ୍ଟ୍ରାର। ଢେଙ୍କାନାଳ କୋପରେଟିଭ ସୋସାଇଟି ଆସିଷ୍ଟାଣ୍ଟ ରେଜିଷ୍ଟ୍ରାର ବିଦ୍ୟାଧର ବେହେରାଙ୍କ ଘରେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ଭିଜିଲାନ୍ସ ରେଡ୍ । ଢେଙ୍କାନାଳ ଅଫିସ୍, ଭୁବନେଶ୍ୱର ଓ ଭଦ୍ରକ ଘରେ ମଧ୍ୟ ରେଡ୍ ହୋଇଥିବା ଜଣାପଡ଼ିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।