You are currently viewing ବଲାଙ୍ଗିର ଡେପୁଟୀ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ଚଢାଉ

ବଲାଙ୍ଗିର ଡେପୁଟୀ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ଚଢାଉ

ବଲାଙ୍ଗିର- ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ବଲାଙ୍ଗିର ଡେପୁଟି ରେଞ୍ଜର କେଶବ କିଶୋର ନାୟକଙ୍କ ଘରେ ଭିଜିଲାନ୍ସ କରିଛି ଚଢାଉ । ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ । କେଶବଙ୍କ ଅଫିସ୍ ସହ ସାଗରପଡା, ଇନ୍ଦ୍ରାନଗର, ଓ ଗୁପ୍ତେଶ୍ୱରନଗରରେ ଥିବା ଘରେ ସମେତ ସୋନପୁର ପୈତୃକ ବାସଭବନରେ ଭିଜିଲାନ୍ସ ଚଢାଉ କରିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।