କଟକ, ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣୀ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରିଷ୍ଠ କିରାଣୀଙ୍କ ଘରେ ଭିଜିଲାନ୍ସ ରେଡ ହୋଇଛି । କଟକ କେନ୍ଦୁଲିଫ୍ ଚିଫ୍ କଞ୍ଜରଭେଟର ଅଫ୍ ଫରେଷ୍ଟରେ ଦିଲ୍ଲୀପ ବରିଷ୍ଠ କିରାଣୀ ଭାବେ କାର୍ଯ୍ୟରତ ରହିଛନ୍ତି । ବରିଷ୍ଠ କିରାଣୀ ଦିଲ୍ଲୀପ କୁମାର ଜେନାଙ୍କ ୪ ଟି ଘରେ ଭିଜିଲନ୍ସ ଚଢ଼ାଉ କରିଛି । ଭୁବନେଶ୍ୱରଠାରେ ଥିବା ଘର, ଢ଼େଙ୍କାନାଳରେ ଥିବା ଘର ଓ କଟକ ଅଫିସରେ ଚଢ଼ଉ ହୋଇଥିବା ସୂଚନା ରହିଛି ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍