ରେଞ୍ଜରଙ୍କ ଘରେ ଭିଜିଲାନ୍ସ ଚଢାଉ

ବଲାଙ୍ଗିର, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ ମୁରିବାହାର ରେଂଜର ପ୍ରଶାନ୍ତ ନାୟକଙ୍କ ଘର ସମେତ ଏକକାଳୀନ ୩ଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରିଛି । ଏହି ଚଢାଉ‌ରେ ବଲାଙ୍ଗିର, ବରଗଡ଼, ସୋନପୁର, ସମ୍ବଲପୁର ଜିଲ୍ଲାର ଭିଜିଲାନ୍ସ ଟିମ୍‌ର ୨୫ ଜଣ ସଦସ୍ୟ ସାମିଲ ହୋଇଛନ୍ତି। 

Leave A Reply

Your email address will not be published.