You are currently viewing ସୁନ୍ଦରଗଡ଼ ଜନସ୍ୱାସ୍ଥ୍ୟ ବିଭାଗ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ସୁନ୍ଦରଗଡ଼ ଜନସ୍ୱାସ୍ଥ୍ୟ ବିଭାଗ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

  • Post category:ଓଡିଶା
  • Reading time:1 mins read

ସୁନ୍ଦରଗଡ଼, ସହକାରୀ ଯନ୍ତ୍ରୀ ଘରେ ଭିଜିଲାନ୍ସର ଚଢ଼ାଉ । ସୁନ୍ଦରଗଡ଼ ଜନସ୍ୱାସ୍ଥ୍ୟ ବିଭାଗର ସହକାରୀ ଯନ୍ତ୍ରୀ ନାରାୟଣ ପ୍ରଧାନଙ୍କ ଘରେ ଆଜି ରେଡ୍‌ କରିଛି ଭିଜିଲାନ୍ସ। ଜନସ୍ୱାସ୍ଥ୍ୟ ବିଭାଗ କାର୍ଯ୍ୟାଳୟ ସମେତ ଏକାକାଳୀନ ୬ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ ହୋଇଥିବା ସୂଚନା ମିଳିଛି |
ଆଜି ସୁନ୍ଦରଗଡ଼ ଜନସ୍ୱାସ୍ଥ୍ୟ ବିଭାଗ କାର୍ଯ୍ୟାଳୟ, ସୁନ୍ଦରଗଡ଼ ଏଡିବି କଲୋନୀ କ୍ୱାଟର ନଂ-୭, ଦେବଗଡ଼ର କେନ୍ଦୁଘାଟସ୍ଥିତ ଫାର୍ମ ହାଉସ, ଦେବଗଡ଼ର ତାବଡ଼ସ୍ଥିତ ପୈତୃକ ଘର, ଅନୁଗୁଳ ଟାଉନସ୍ଥିତ ଶଶୁର ଘର ଓ ଦେବଗଡ଼ ଟାଉନସ୍ଥିତ ସମ୍ପର୍କୀୟଙ୍କ ଘରେ ରେଡ ହୋଇଥିବା ସୂଚନା ରହିିଛି। ସୂଚନା ଅନୁସାରେ , ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁନ୍ଦରଗଡ଼ ଜନସ୍ଵାସ୍ଥ୍ୟ ବିଭାଗର ସହକାରୀ ଯନ୍ତ୍ରୀ ନାରାୟଣ ପ୍ରଧାନଙ୍କ ଘରେ ରେଡ୍‌ ଜାରି ରହି

ଅନ୍ୟମାନଙ୍କୁ ଜଣାନ୍ତୁ।