vk-pandian

କୋରାପୁଟ ଗସ୍ତରେ ଭି.କେ ପାଣ୍ଡିଆନ୍, ବିଭିନ୍ନ ସ୍ଥାନରେ ଜନସଭାକୁ କରିବେ ସମ୍ବୋଧନ

ଏଏନଏସ: କୋରାପୁଟ ଗସ୍ତରେ ଭି.କେ ପାଣ୍ଡିଆନ୍। ଜିଲ୍ଲାର ବିଭିନ୍ନ ସ୍ଥାନରେ ଜନସଭାକୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି। ପ୍ରଥମେ ସେମିଳିଗୁଡ଼ାରେ ପହଞ୍ଚିଛନ୍ତି ପାଣ୍ଡିଆନ୍। ସେମିଳିଗୁଡ଼ାରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରିବା ସହ ପରେ ଲକ୍ଷ୍ମୀପୁର ଗସ୍ତ କରିବେ। ସେଠାରେ ମଧ୍ୟ ଜନସଭାରେ ଉଦବୋଧନ ଦେବେ। ଏହାପରେ ଅପରାହ୍ନ ୩ଟାରେ ବିଷମକଟକରେ ଜନସଭାକୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।