ଭୁବନେଶ୍ୱର, ଭିଭିଆଇପି ହେଲିକପ୍ଟର କିଣା ଦୁର୍ନୀତି ମାମଲାରେ ଗିରଫ ହେଲେ ଇଣ୍ଡିଆ ଗେଟ ବାସୁମତି ଚାଉଳର ମାଲିକ ଅନୁପ ଗୁପ୍ତା । ୩୬୦୦ କୋଟି ଟଙ୍କାର ଏହି ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅନୁପ ଗୁପ୍ତାଙ୍କୁ ଗିରଫ କରିଛି । ଏନେଇ ଶନିବାର ଇଡିଙ୍କ ପକ୍ଷରୁ ସୂଚନା ମିଳିଛି । ଅଗଷ୍ଟା ୱେଷ୍ଟଲ୍ୟାଣ୍ଡ ହେଲିକପ୍ଟର କିଣା ମାମଲାରେ ମନିଲଣ୍ଡରିଂ ଅଧିନିୟମ ଅନୁସାରେ ଅନୁପ ଗୁପ୍ତାଙ୍କୁ ଗିରଫ କରାଯାଇଛି । ଯାଞ୍ଚରେ ସହଯୋଗ କରୁନଥିବା ନେଇ ଅଭିଯୋଗ ଉଠୁଛି । ଗିରଫ ପରେ ତାଙ୍କୁ ସ୍ୱତନ୍ତ୍ର ଅଦାଲତ ୫ ଦିନ ପାଇଁ ଇଡି ହେପାଜତକୁ ପଠାଇ ଦେଇଛଛନ୍ତି । ତାଙ୍କୁ ଅଧିକ ଦିନ ରିମାଣ୍ଡରେ ନେବା ପାଇଁ ଇଡି ଆବେଦିନ କରିଛି ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍