ଭୁବନେଶ୍ୱର-୨୨.୦୪.୨୦୨୧, ବର୍ତ୍ତମାନ ଦେଶରେ ତଥା ରାଜ୍ୟରେ କରୋନା କାୟା ବିସ୍ତାର କରିବାରେ ଲାଗିଛି । ଏଭଳି ପରିସ୍ଥିତିରେ ଡାକ୍ତରମାନଙ୍କର ବେଶି ପରିମାଣରେ ଆବଶ୍ୟକତା ରହିଛି । କିନ୍ତୁ କିଛି ସ୍ଥାନରେ ଡାକ୍ତରମାନଙ୍କର ନିଜ କର୍ମ ପ୍ରତି ଅବହେଲା ଦେଖିବାକୁ ମିଳୁଛି । ଏନେଇ ଡାକ୍ତରଙ୍କୁ ସ୍ୱାସ୍ଥ୍ୟ ବିଭାଗ ଚେତାବନୀ ଦେଇଛି । ଆସନ୍ତା ୭ ଦିନ ଭିତରେ କାର୍ଯ୍ୟରେ ଯୋଗ ଦେବାକୁ ରାଜ୍ୟ ସରକାର ଡାକ୍ତରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । କାର୍ଯ୍ୟରେ ଯୋଗ ନଦେଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ ବୋଲି କହିଛନ୍ତି DMET ।
କୋଭିଡ ମହାମାରୀକୁ ଜାତୀୟ ବିପର୍ଯ୍ୟୟ ଭାବେ ଘୋଷଣା କରାଯାଇଛି ଏଭଳି ଏକ ପରିସ୍ଥିତିରେ ଡାକ୍ତରମାନଙ୍କ ସହାୟତା ଆବଶ୍ୟକତା ରହିଛି ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍