You are currently viewing ସ୍ୱାମୀକୁ ହତ୍ୟା କଲା ସ୍ତ୍ରୀ

ସ୍ୱାମୀକୁ ହତ୍ୟା କଲା ସ୍ତ୍ରୀ


ଏଏନ୍ଏସ୍ : ସ୍ୱାମୀକୁ ଛୁରୀ ଭୁସି ହତ୍ୟା କଲା ସ୍ତ୍ରୀ । ପରେ ସ୍ତ୍ରୀ ଓ ପୁଅକୁ ଗଛରେ ବାନ୍ଧି ମାଡ ମାରିଥିଲେ ଗ୍ରାମବାସୀ । ଘଟଣା ସ୍ଥଳରୁ ୨ଜଣଙ୍କୁ ଉଦ୍ଧାର କରି ପୁଲିସ ତଦନ୍ତ ଆରମ୍ଭ କରିଛି । ଏଭଳି ଘଟଣା ଦେଖିବାକୁ ମିଳିଛି ଭଦ୍ରକ ଗ୍ରାମାଞ୍ଚଳ ଥାନା ବାଣିତିଆ ପଞ୍ଚାୟତ ମହଲା ସାହିରେ ।

ଅନ୍ୟମାନଙ୍କୁ ଜଣାନ୍ତୁ।