ଭୁବନେଶ୍ୱର ୨୫/୦୫, ଆସନ୍ତା ଶିକ୍ଷାବର୍ଷରୁ ରାଜ୍ୟର ସବୁମହାବିଦ୍ୟାଳୟ, ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା wifi ଓ 1 GB ଡାଟା । ରାଜ୍ୟ ଉଚ୍ଚ ଶିକ୍ଷା ବିଭାଗର ସମୀକ୍ଷା ବୈଠକ ପରେ ଏହି ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ । ମାଗଣା 1 GB ଡାଟା ଯୋଗାଇଦେବା ପାଇଁ ଇଲୋକ୍ଟ୍ରୋନିକ୍ସ ସୂଚନା ଓ ପ୍ରଯୁକ୍ତି ବିଦ୍ୟା ବିଭାଗ କାର୍ଯ୍ୟ କରିବ । ସେହିପରି ଛାତ୍ରଛାତ୍ରୀଙ୍କ ପାଇଁ ସ୍ପୋର୍ଟସ ପଲିସି ଓ ଷ୍ଟାର୍ଟ ଅଫ ପଲିସି ରାଜ୍ୟ ସରକାର ଆଣିବେ । ସିଭିଲ ସର୍ଭିସ ପାଇଁ ନୂଆ ମଡେଲରେ ରାଜ୍ୟ ସରକାର କୋଚିଂ ଦେଉଛନ୍ତି । ଏଥିପାଇଁ ପରୀକ୍ଷା କରି ୨ଶହ ଛାତ୍ରଛାତ୍ରୀଙ୍କୁ ଚୟନ କରାଯାଇଛି
ବାହାନଗା ସ୍କୁଲ୍ରେ ହେବ ଶୁଦ୍ଧିକରଣଉନ୍ମୋଚନ ହେଲା ଓଡ଼ିଶା ଆମ୍ବ ଲୋଗୋଯାଜପୁର କଳିଙ୍ଗନଗର ଡୁବୁରୀ ଛକରେ ଭୟାବହ ଅଗ୍ନିକାଣ୍ଡଆଜି ମହାପ୍ରଭୁଙ୍କ ଅଣସର ସେବାର ଚତୁର୍ଥ ଦିନୟୁଟ୍ୟୁବର ‘ଅନ୍ ଟାଲେଣ୍ଟେଡ୍ ଗାଏ’ର ଚ୍ୟାନେଲ ବ୍ୟାନ୍ଗାଧୋଇବାବେଳେ ପୋଖରୀରେ ବୁଡ଼ି ୨ ମହିଳା ମୃତଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳଯାତ୍ରୀଙ୍କୁ ନେଇ ପୁରୀରୁ କୋଲକାତା ଯାଉଥିବା ବସ୍ ଅଟକମୋଦୀଙ୍କ ପାଖକୁ ସ୍ୱତନ୍ତ୍ର କିସମର ଆମ୍ବ ପଠାଇଲେ ମମତା ବାନାର୍ଜୀଦୂରଦର୍ଶନର ପ୍ରଥମ ଇଂରାଜୀ ନ୍ୟୁଜ୍ ଆଙ୍କର ଗୀତାଞ୍ଜଳି ଆୟରଙ୍କ ପରଲୋକ