ଭୁବନେଶ୍ୱର, ପୁଣି ଥରେ ରାଜ୍ୟକୁ ଫେରିଛି ଶୀତ । ରାଜ୍ୟର ୧୦ଟି ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି । କନ୍ଧମାଳ ଜିଲ୍ଲାର ଜି.ଉଦୟଗିରି ଓ ଫୁଲବାଣୀ ରେ ସର୍ବନିମ୍ନ ତାପମାତ୍ରା ୪.୫ ଡିଗ୍ରୀ ରେକର୍ଡ ହୋଇଛି । ସେହିପରି ଦାରିଙ୍ଗବାଡ଼ି ୭.୫, ବଲାଙ୍ଗିର ୭.୮, କେନ୍ଦୁଝର ଓ ଝାରସୁଗୁଡ଼ା ୮.୨, ଭବାନୀପାଟଣା ୮.୫, ଅନୁଗୁଳ ୯.୬ ଡିଗ୍ରୀ, ବାରିପଦା ୯.୬, ସୋନପୁର ୯.୫ ଡିଗ୍ରୀ, କଟକ ୧୧ ଡିଗ୍ରୀ, ଭୁବନେଶ୍ବର ୧୩ ଡିଗ୍ରୀ ତାପମାତ୍ରା କରାଯାଇଛି ।
ଓଟିଟିରେ ରିଲିଜ୍ ହେବ ଅକ୍ଷୟଙ୍କ ‘ଓ ମାଇଁ ଗଡ୍-୨’ ଚଳଚ୍ଚିତ୍ରମହାନଦୀ ବ୍ରିଜରେ ଦୁର୍ଘଟଣା: ବିପଦଜନକ ଭାବେ ଝୁଲି ରହିଛି ଯାତ୍ରୀବାହୀ ବସ୍ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ନାରାବାଜି; ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବିହବିଷ୍ୟାଳୀ ଯୋଜନାରେ ଆଜିଠୁ ନାମ ପଞ୍ଜୀକରଣଆମେରିକାର ମେରିଲ୍ୟାଣ୍ଡରେ ଉନ୍ମୋଚିତ ହେବ ଆମ୍ବେଦକରଙ୍କ ସବୁଠୁ ବଡ ପ୍ରତିମୂର୍ତ୍ତିଲୋକସେବା ଭବନରେ ଲାଗିଲା ନିଆଁଦ୍ୱିତୀୟ ମ୍ୟାଲେରିଆ ଟିକା R21 / Matrix-M ଟିକାକୁ ଅନୁମତି ଦେଲା WHOପୂର୍ବଭଳି ତ୍ଵଚାର ଚମକକୁ ଫେରାଇ ଆଣିବାକୁ ଚାହାନ୍ତି, ତେବେ ଜାଣନ୍ତୁ ପାରାଦୀପ ବନ୍ଦର ହେବ ଗ୍ରିନ୍ ହାଇଡ୍ରୋଜେନ୍ ରପ୍ତାନି ହବ୍ଦିନିକିଆ ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ଓ ଧର୍ମେନ୍ଦ୍ର ପ୍ରଧାନ