୨୪ ଘଣ୍ଟାରେ ରାଜ୍ୟରେ ୪୧,୦୯୬ କରୋନା ନମୁନା ପରୀକ୍ଷା

ଭୁବନେଶ୍ୱର, ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୧,୦୯୬ କରୋନା ନମୁନା ପରୀକ୍ଷା କରାଯାଇଛି। ଏଥି ମଧ୍ୟରୁ ୫, ୯୭୦ଟି ଆରଟି-ପିସିଆର, ୩୫,୦୮୨ଟି ଆଣ୍ଟିଜେନ ଓ ୪୪ଟି ଟ୍ରୁନଟ୍‌ ନମୁନା ପରୀକ୍ଷା କରାଯାଇଥିବାର ସୂଚନା ମିଳିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Leave A Reply

Your email address will not be published.