You are currently viewing ବିଶ୍ୱ ଦହିବରା ଆଳୁଦମ ଦିବସ

ବିଶ୍ୱ ଦହିବରା ଆଳୁଦମ ଦିବସ

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର (୧.୩.୨୩) :   ଆଜି ବିଶ୍ୱ ଦହିବରା ଓ ଆଳୁଦମ ଦିବସ । ଏହି ଉପଲକ୍ଷେ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ପାଳନ ଚାଲିଛି ଏହି ଦିବସ । ଲୋକେ ଦହିବରା ଆଳୁଦମ ଖାଇ ଏହି ଦିବସ ମନାଇଛନ୍ତି । ବିଶେଷ କରି ଦହିବରା ଆଳୁଦମ ପାଇଁ ବିଶେଷ ଖ୍ୟାତି ଅର୍ଜନ କରିଥିବା କଟକ ସହରର ବିଭିନ୍ନ ସ୍ଥାନରେ ଦହିବରା ବିକ୍ରି ହେବା ସହିତ ଲୋକେ ମଧ୍ୟ ଏହାର ମଜା ଉଠାଇଛନ୍ତି ।

ଅନ୍ୟମାନଙ୍କୁ ଜଣାନ୍ତୁ।