ବରଗଡ, କରୋନା ମହାମାରୀ ପାଇଁଁ ଚଳିତ ବର୍ଷ ହୋଇ ପାରିବନି ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା। ଆଜି ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ହୋଇଛି। କରୋନା ମହାମାରୀକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି। ବୈଠକରେ ଜିଲ୍ଲାପାଳଙ୍କ ସହିତ ଧନୁଯାତ୍ରା କମିଟିର ସଦସ୍ୟମାନେ ଆଲୋଚନା କରିବା ପରେ ଚଳିତ ବର୍ଷ ଧନୁଯାତ୍ରା ନ କରିବାକୁ ନିଷ୍କତ୍ତି ନିଆଯାଇଛି।
ଆମେରିକାର ମିସିସିପିରେ ଭୟଙ୍କର ଘୂର୍ଣ୍ଣିଝଡସଭାପତି ଭାବେ ନିର୍ବାଚିତ ହେଲେ ବରିଷ୍ଠ ଆଇନଜୀବୀ ଧରଣୀଧର ନାୟକରାଜଧାନୀରେ ଏନ୍କାଉଣ୍ଟରରୁକୁଣା ରଥଯାତ୍ରା ନେଇ ସମନ୍ୱୟ ବୈଠକ ଅନୁଷ୍ଠିତଆଜିଠାରୁ ଝଡ଼ବର୍ଷା ସମ୍ଭାବନାଜାପାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀଖୋଲିଲା ନକଲି ସାର୍ଟିଫିକେଟ ଗୁମରପରିବହନ ମନ୍ତ୍ରୀଙ୍କୁ ନବୀନଙ୍କ ଚିଠିରାଜଧାନୀରେ ଜନଜାତି ସୁରକ୍ଷା ମଞ୍ଚର ଶୋଭାଯାତ୍ରାମହୁମାଛି ଆକ୍ରମରରେ ବୃଦ୍ଧ ଗୁରୁତର