ଭୁବନେଶ୍ୱର, ଦେଶ ସାରା କରୋନାର ଦ୍ୱିତୀୟ ଲହର ଦେଖାଦେଇଥବବା ବେଳେ ଓଡିଶା ମଧ୍ୟ ଏଥିରୁ ବାଦ୍ ପଡିନି ।ମିଳିଥିବା ସୂଚନା ମୁତାବକ ରାଜସ୍ଥାନର ୮ ଟି ସହର କୋଟା, ଉଦୟପୁର, ସବୱାରା, କୁଶଲଗଡରେ ରାତ୍ରି କାଳୀନ କର୍ଫ୍ୟୁ ଲାଗୁ କରାଯାଇଛି । ଏପଟେ ରାଜଧାନୀ ଭୁବନେଶ୍ୱରର ଏକ ବେସରକାରୀ ଶିକ୍ଷାଅନୁଷ୍ଠାନରେ କରୋନା ଦେଖାଦେବା ଯୋଗୁ ସଂପୃକ୍ତ ବିଦ୍ୟାଳୟକୁ ସିଲ୍ କରିଛି ବିଏମସି । କେବଳ ବିଏମସି କର୍ମଚାରୀଙ୍କୁ କ୍ୟାମ୍ପସ ଭିତରକୁ ଯିବା ପାଇଁ ଅନୁମତି ଥିବାବେଳେ XIMB କ୍ୟାମ୍ପସରେ ଥିବା ସମସ୍ତ ଅନ୍ତେବାସୀକୁ କ୍ୟାମ୍ପସ ବାହାରକୁ ଆସିବାକୁ ଅନୁମତି ମିଳିନାହିଁ । ଚନ୍ଦ୍ରଶେଖରପୁର ଅଞ୍ଚଳରେ ଥିବା ଏହି ଘରୋଇ ଅନୁଷ୍ଠାନର ସମସ୍ତ ଛାତ୍ରଛାତ୍ରୀ ଓ କର୍ମଚାରୀଙ୍କର ଆଜି କୋଭିଡ ଟେଷ୍ଟ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଆକ୍ରାନ୍ତମାନଙ୍କୁ ଗୋଟିଏ ହଷ୍ଟେଲରେ ସଙ୍ଗରୋଧରେ ରହିବା ପାଇଁ ନିର୍ଦ୍ଦେଶ ଦେଇଛି ବିଏମସି । ତେବେ ସମସ୍ତ ଅତ୍ୟାବଶ୍ୟକୀୟ ସାମଗ୍ରୀ ବିଏମସି ପକ୍ଷରୁ ଯୋଗାଇ ଦିଆଯିବ ବୋଲି ସୂଚନା ଦିଆଯାଇଛି ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍