ଭୁବନେଶ୍ୱର, ବରିଷ୍ଠ ଆଇପିଏସ୍ ଅଧିକାରୀ ଯଶୋବନ୍ତ ଜେଠଓ୍ୱାଙ୍କୁ କ୍ରାଇମବ୍ରାଞ୍ଚ ଏଡିଜି ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଜେଠୱା ପୂର୍ବରୁ ଆଇନ ଶୃଙ୍ଖଳା ଏଡିଜି ଭାବେ କାର୍ଯ୍ୟ କରୁଥିଲେ କିନ୍ତୁ ଏବେ ତାଙ୍କୁ କ୍ରାଇମବ୍ରାଞ୍ଚ ଏଡିଜି ଭାବେ ନୂଆ ଦାୟିତ୍ୱ ଦେଇଛନ୍ତି ରାଜ୍ୟ ସରକାର । ପୂର୍ବରୁ ଆଇପିଏସ ସୌମେନ୍ଦ୍ର ପ୍ରିୟଦର୍ଶୀ କ୍ରାଇମବ୍ରାଞ୍ଚ ଏଡିଜି ରହିଥିଲେ । କିନ୍ତୁ ତାଙ୍କୁ କମିଶନରେଟ ପୋଲିସ ଭାବେ ନିଯୁକ୍ତି ମିଳିଥିବାରୁ ଏବେଠାରୁ କ୍ରାଇମବ୍ରାଞ୍ଚ ଏଡିଜି ଭାବେ କାର୍ଯ୍ୟ ତୁଲାଇବେ ଆଇପିଏସ ଯଶୋବନ୍ତ ଜେଠୱା ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍