ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଦ୍ବାରା ‘ନିନାଦ’ କାର୍ଯ୍ୟକ୍ରମ ଆୟୋଜିତ

  • Post category:ଓଡିଶା
  • Reading time:1 mins read

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଦ୍ବାରା ‘ନିନାଦ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ବରର ଏକ ଘରୋଇ ହୋଟେଲରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଥିଲେ।

Continue Readingସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଦ୍ବାରା ‘ନିନାଦ’ କାର୍ଯ୍ୟକ୍ରମ ଆୟୋଜିତ

ଓଡ଼ିଶାର ଦୁଇ ଶିକ୍ଷକଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କଠାରୁ ଜାତୀୟ ଶିକ୍ଷକ ପୁରସ୍କାର ଗ୍ରହଣ କରିଛନ୍ତି ଓଡ଼ିଶାର ଦୁଇ ଶିକ୍ଷକ। ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ଏକ ଭବ୍ୟ ସମାରୋହରେ ଏହି ସମ୍ମାନସ୍ଫଦ ପୁରସ୍କାର ଗ୍ରହଣ କରିଛନ୍ତି ଓଡ଼ିଶାର ଦୁଇ ଯଶସ୍ବୀ ଶିକ୍ଷକ। 

Continue Readingଓଡ଼ିଶାର ଦୁଇ ଶିକ୍ଷକଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

ରାଜ୍ୟସ୍ତରୀୟ ଗୁରୁଦିବସ ଉତ୍ସବ ଏବଂ ବିଦ୍ୟାର୍ଥୀ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ

ଆଜି ଲୋକସେବା ଭବନ କନ୍ଭେନ୍ସନ୍ ସେଣ୍ଟରଠାରେ ରାଜ୍ୟସ୍ତରୀୟ ଗୁରୁଦିବସ ଉତ୍ସବ ଏବଂ ବିଦ୍ୟାର୍ଥୀ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି।

Continue Readingରାଜ୍ୟସ୍ତରୀୟ ଗୁରୁଦିବସ ଉତ୍ସବ ଏବଂ ବିଦ୍ୟାର୍ଥୀ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ

ଗିରଫ ହେଲେ ଲୁଟେରା ଦଳ : ବନ୍ଧୁକ ଦେଖାଇ କରୁଥିଲେ ଲୁଟ

ଗିରଫ ହେଲେ ଲୁଟେରା ଟିମ। ବନ୍ଧୁକ ଦେଖାଇ ଲୁଟ୍ କରିଥିବା ତିନି ଜଣ ଲୁଟେରାଙ୍କୁ ଆଜି ବଲାଙ୍ଗିର ଜିଲ୍ଲା ଲାଠୋର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। 

Continue Readingଗିରଫ ହେଲେ ଲୁଟେରା ଦଳ : ବନ୍ଧୁକ ଦେଖାଇ କରୁଥିଲେ ଲୁଟ

ଓଡ଼ିଶାରେ ନିର୍ମାଣ ହେବ ୧୨୮୦ ଚେକ୍ ଡ୍ୟାମ୍ : ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା

ରାଜ୍ୟରେ ୧୨୮୦ ଚେକ୍ ଡ୍ୟାମ୍ ନିର୍ମାଣ ହେବ। ଏନେଇ ଆଜି ବିଧାନସଭା ଗୃହରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି।

Continue Readingଓଡ଼ିଶାରେ ନିର୍ମାଣ ହେବ ୧୨୮୦ ଚେକ୍ ଡ୍ୟାମ୍ : ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା

ଓଡ଼ିଶା ଡିଜିଟାଲ ମିଡ଼ିଆ ଆସୋସିଏସନର ଚତୁର୍ଥ ବାର୍ଷିକ ଉତ୍ସବ ଅନୁଷ୍ଠିତ 

  • Post category:ଓଡିଶା
  • Reading time:1 mins read

ଓଡ଼ିଶା ଡିଜିଟାଲ ମିଡ଼ିଆ ଆସୋସିଏସନର ଚତୁର୍ଥ ବାର୍ଷିକ ଉତ୍ସବ ଗତକାଲି ରାଜଧାନୀ ଜୟଦେବ ଭବନ ପ୍ରେକ୍ଷାଳୟରେ ଅନୁଷ୍ଠିତ ହୋଇଯାଇଛି। ଏହି ସମ୍ମିଳନୀରେ ରାଜ୍ୟ, ଦେଶ ତଥା ବିଦେଶରୁ ଶତାଧିକ ସାମ୍ବାଦିକ ଯୋଗ ଦେଇଥିଲେ।

Continue Readingଓଡ଼ିଶା ଡିଜିଟାଲ ମିଡ଼ିଆ ଆସୋସିଏସନର ଚତୁର୍ଥ ବାର୍ଷିକ ଉତ୍ସବ ଅନୁଷ୍ଠିତ 

ହରିୟାଣା ବିଧାନସଭା ନିର୍ବାଚନ : ଆଜି ଆସିବ କଂଗ୍ରେସର ପ୍ରଥମ ତାଲିକା

ହରିୟାଣା ବିଧାନସଭା ନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ ପାଇବା ପରେ ଆଜି କଂଗ୍ରେସ ଦଳର ପ୍ରଥମ ତାଲିକା ପ୍ରକାଶ ପାଇବ।

Continue Readingହରିୟାଣା ବିଧାନସଭା ନିର୍ବାଚନ : ଆଜି ଆସିବ କଂଗ୍ରେସର ପ୍ରଥମ ତାଲିକା

ବିଧାନସଭାରେ ରେଭେନ୍ସା ପ୍ରସଙ୍ଗ : ମୁଖ୍ୟମନ୍ତ୍ରୀଙ୍କ ବିବୃତ୍ତି ଦାବି କଲେ ବିଜେଡି ବିଧାୟକ

ରେଭେନ୍ସା ବିଶ୍ୱବିଦ୍ୟାଳୟର ନାମ ପରିବର୍ତ୍ତନ ନେଇ ତେଜୁଛି ରାଜନୀତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରସ୍ତାବ ଦେବା ପରଠୁ ରାଜନୀତି ତୀବ୍ର ହେବରେ ଲାଗିଛି ।

Continue Readingବିଧାନସଭାରେ ରେଭେନ୍ସା ପ୍ରସଙ୍ଗ : ମୁଖ୍ୟମନ୍ତ୍ରୀଙ୍କ ବିବୃତ୍ତି ଦାବି କଲେ ବିଜେଡି ବିଧାୟକ

ବିଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦୀ : ଭାରତ ଏବଂ ସିଙ୍ଗାପୁର ମଧ୍ୟରେ ଚାରୋଟି ଗୁରୁତ୍ୱପୂର୍ଣ୍ଣ ଚୁକ୍ତିନାମା

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସିଙ୍ଗାପୁର ଗସ୍ତରେ ଅଛନ୍ତି। ତାଙ୍କର ଗସ୍ତର ଦ୍ୱିତୀୟ ଦିନରେ ସେ ସିଙ୍ଗାପୁରର ସଂସଦ ପରିଦର୍ଶନ କରିଛନ୍ତି, ଯେଉଁଠାରେ ତାଙ୍କୁ ଆନୁଷ୍ଠାନିକ ଭାବେ ସ୍ୱାଗତ କରାଯାଇଥିଲା।

Continue Readingବିଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦୀ : ଭାରତ ଏବଂ ସିଙ୍ଗାପୁର ମଧ୍ୟରେ ଚାରୋଟି ଗୁରୁତ୍ୱପୂର୍ଣ୍ଣ ଚୁକ୍ତିନାମା

ଭାରତକୁ ଚତୁର୍ଥ ସ୍ବର୍ଣ୍ଣ ପଦକ : ହରଭିନ୍ଦର ସିଂହଙ୍କ ଐତିହାସିକ ପଦକ

ଭାରତକୁ ଚତୁର୍ଥ ସ୍ବର୍ଣ୍ଣ ପଦକ। ପ୍ୟାରିସ ପାରାଲିମ୍ପିକ୍ସରେ ଭାରତକୁ ପୁଣି ଆଉ ଏକ ସ୍ବର୍ଣ୍ଣ ପଦକ ମିଳିଛି।

Continue Readingଭାରତକୁ ଚତୁର୍ଥ ସ୍ବର୍ଣ୍ଣ ପଦକ : ହରଭିନ୍ଦର ସିଂହଙ୍କ ଐତିହାସିକ ପଦକ