ଭୁବନେଶ୍ୱର, ରାଜ୍ୟରେ ହୋଇଥିବା ଦୁଇଟି ବିଧାନସଭା ଉପନିର୍ବାଚନରେ ଦିନ ୧୧ସୁଧା ମିଳିଥିବା ତଥ୍ୟ ଅନୁଯାୟୀ ତିର୍ତ୍ତୋଲ ବିଧାନସଭା ଆସନରେ ବିଜୁ ଜନତା ଦଳ ଆଗୁଆ ରହିଛି । ସେହିପରି ବାଲେଶ୍ୱର ସଦର ବିଧାନସଭା ଉପନିର୍ବାଚନରେ ବିଜେଡ଼ି ପ୍ରାର୍ଥୀ ଆଗୁଆ ଥିବା ଜଣାଯାଇଛି । ମିଳିଥିବା ସୂଚନା ଅନୁଯାୟୀ ଦ୍ୱିତୀୟ ରାଉଣ୍ଡ ଗଣତି ସୁଧା ବିଜେଡ଼ି ପ୍ରାର୍ଥୀ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦି ବିଜେପି ପ୍ରାର୍ଥୀଙ୍କ ଠାରୁ ୧୦୫୮ଭୋଟରେ ଆଗୁଆ ଅଛନ୍ତି । ସେହିଭଳି ତିର୍ତ୍ତୋଲ ବିଧାନସଭା ଆସନରେ ବିଜେଡ଼ି ପ୍ରାର୍ଥୀ ତୃତୀୟ ରାଉଣ୍ଡ ଗଣତି ଶେଷ ସୁଧା ୪୪୪୫ ଭୋଟରେ ବିଜେପି ପ୍ରାର୍ଥୀଙ୍କଠାରୁ ଆଗୁଆ ଥିବା ବେସରକାରୀଭାବେ ଜଣାପଡ଼ିଛି ।
ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣଭୁବନେଶ୍ୱର ଏମ୍ସରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଆଜିଠୁ କମ୍ପିବ କଳିଙ୍ଗଦିଲ୍ଲୀର ଡାକ୍ତରଖାନାରେ ଲାଗିଲା ନିଆଁଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲରଥଯାତ୍ରା ପାଇଁ ପୁରୀ ସହରକୁ ଜଗିବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସହାଇସିକ୍ୟୁରିଟି ନମ୍ବର ନଥିଲେ ଚାଳକଙ୍କୁ ନିସ୍ତାର ନାହିଁସ୍ୱାମୀ ଓ ଶାଶୁକୁ ବିଷ ଦେଲା ବୋହୂ