ପୁରୀ, ମେ ୧୩ରେ ହେବ ପିପିଲି ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ । ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସୂତ୍ରରୁ ଏହା ପ୍ରକାଶ ପାଇଛି । ଏପ୍ରିଲ ୧୯ରେ ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ଏପ୍ରିଲ ୨୬ରେ କେବଳ କଂଗ୍ରେସ ଦଳକୁ ନାମାଙ୍କନର ସୁଯୋଗ ଦିଆଯିବ, ଏପ୍ରିଲ ୨୭ରେ ମନୋନୟନ ପତ୍ର ଯାଞ୍ଚ ହେବ। ୨୯ ସୁଦ୍ଧା ନାମାଙ୍କନ ପ୍ରତ୍ୟାହାର ହେବ । ମେ ୧୮ ତାରିଖ ସୁଦ୍ଧା ନିର୍ବାଚନୀ ପ୍ରକ୍ରିୟା ସରିବ ବୋଲି ଜଣାପଡିଛି ।
ଗୋଟାଏ ଦିନରେ କୋଟିପତି ହେଲେ ଦିନ ମଜୁରିଆଆଜିଠୁ ରାଜ୍ୟରେ ବୁଲିଲା ୩୪ ସାଇବର ସୁରକ୍ଷା ରଥ, ଅକ୍ଟୋବର ୧୫ ଯାଏଁ କରେଇବ ସଚେତନବିହାରରେ ସରିଲା ଜାତିଗତ ଗଣନା, ରିପୋର୍ଟ ଜାରି କଲେ ସରକାରଅମିତ ଶାହାଙ୍କୁ ଭେଟିଲେ ସୌମ୍ୟସକ୍ରିୟ ଲଘୁଚାପ: ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ, ମତ୍ସଜୀବୀଙ୍କୁ ସମୁଦ୍ର ନ ଯିବାକୁ ବାରଣଆଜି ମଧ୍ୟପ୍ରଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ, ଉଦଘାଟନ କରିବେ ଦିଲ୍ଲୀ-ଭଦୋଦରା ଏକ୍ସପ୍ରେସଆଜି ମହାତ୍ମା ଗାନ୍ଧି ଓ ଶାସ୍ତ୍ରୀଙ୍କ ଜୟନ୍ତୀଆଜିଠୁ ରାଜ୍ୟର ୪ ଜିଲ୍ଲାରେ ଆରମ୍ଭ ହେବ ଲକ୍ଷ୍ମୀ ବସ ସେବା; ମୁଖ୍ୟମନ୍ତ୍ରୀ କରିବେ ଶୁଭାରମ୍ଭକଟକ ବଡ଼ ମେଡିକାଲରେ ପାଣି ସମସ୍ୟା; ରୋଗୀ ହନ୍ତସନ୍ତଅନଲାଇନ ଗେମ୍ ହେଲା ମହଙ୍ଗା; ଲାଗୁ ହେଲା ୨୮% GST