ପିପିଲି-03.05.5021, ନିର୍ବାଚନ ସ୍ଥଗିତ।ପିପିଲିରେ ଆସନ୍ତା ୧୬ ତାରିଖରେ ହେବାକୁ ଥିବା ବିଧାନସଭା ଉପନିର୍ବାଚନକୁ ସ୍ଥଗିତ କଲେ ନିର୍ବାଚନ କମିଶନର।ରାଜ୍ୟରେ କରନା ସ୍ଥିତି ଗମ୍ଭୀର ହେଉଥିବାରୁ ଏପରି ନିଷ୍ପତ୍ତି ଗ୍ରହଣ କରାଯାଇଛି। ନିର୍ବାଚନ ଆଚରଣ ବିଧିକୁ ମଧ୍ୟ ଉଠାଇ ଦିଆଯାଇଛି।ପରବର୍ତ୍ତୀ ତାରିଖ ପରେ ଘୋଷଣା କରାଯିବ ବୋଲି ଜଣାପଡିଛି ।ଖାଲି ଓଡିଶା ନୁହେଁ ବଙ୍ଗଳାର ମଧ୍ୟ ଦୁଇଟି ବିଧାନସଭା ନିର୍ବାଚନ କୁଘୁଞ୍ଚାଇ ଦେଇଛନ୍ତି ନିର୍ବାଚନ କମିଶନର ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍