You are currently viewing ରାଜ୍ୟର ପ୍ରଥମ ମହିଳା ମନ୍ତ୍ରୀ ସରସ୍ବତୀ ପ୍ରଧାନଙ୍କ ପରଲୋକ

ରାଜ୍ୟର ପ୍ରଥମ ମହିଳା ମନ୍ତ୍ରୀ ସରସ୍ବତୀ ପ୍ରଧାନଙ୍କ ପରଲୋକ

ବରଗଡ଼ (ଏଏନଏସ): ରାଜ୍ୟର ପ୍ରଥମ ମହିଳା ମନ୍ତ୍ରୀ ତଥା ବିଧାୟିକା ସରସ୍ବତୀ ପ୍ରଧାନଙ୍କ ଦେହାନ୍ତ ହୋଇଛି। ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ମନ୍ତ୍ରୀ ତଥା ବିଧାୟିକା ସରସ୍ବତୀଙ୍କ ୯୮ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିିତ୍ସାଧିନ ଅବସ୍ଥାରେ ପରଲୋକ ହୋଇଛି।। ତାଙ୍କ ମୃତ୍ୟୁରେ ବହୁ ବିଶିଷ୍ଟି ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି।

ଅନ୍ୟମାନଙ୍କୁ ଜଣାନ୍ତୁ।