ଭୁବନେଶ୍ୱର(୧୦.୨.୨୩) : ଆଜି କଂଗ୍ରେସରେ ଯୋଗଦେବେ ପୂର୍ବତନ ମୁଖ୍ୟ ସଚିବ ବିଜୟ ପଟ୍ଟନାୟକ । କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍ଗେଙ୍କ ଉପସ୍ଥିତିରେ ଯୋଗଦେବେ । ଆଜି ଅପରାହ୍ଣ ୪ଟା ୩୦ରେ ଦିଲ୍ଲୀ ଏଆଇସିସି କାର୍ଯ୍ୟାଳୟରେ ମିଶ୍ରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଉପସ୍ଥିତ ରହିବେ ଓଡିଶା ପ୍ରଭାରୀ ଚେଲ୍ଲା କୁମାର ଓ ପିସିସି ସଭାପତି ଶରତ ପଟ୍ଟନାୟକ । ୧୯୭୬ ବ୍ୟାଚ୍ର ଆଇଏଏସ ଅଫିସର ବିଜୟ ପଟ୍ଟନାୟକ। ମୁଖ୍ୟ ସଚିବ ଭାବେ କାର୍ଯ୍ୟ କରି ୨୦୧୩ରେ ଅବସର ନେଇଥିଲେ। ପୂର୍ବରୁ ଜଙ୍ଗଲ ଓ ଜଳସମ୍ପଦ ବିଭାଗ ସଚିବ ଭାବେ କାର୍ଯ୍ୟ କରିଥିଲେ। ମୁ୍ଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିିବ ଭାବେ ମଧ୍ୟ କାର୍ଯ୍ୟ କରିଥିଲେ। କଂଗ୍ରେସରେ ତାଙ୍କ ଯୋଗଦାନକୁ ନେଇ ପୂର୍ବରୁ ଭୁବନେଶ୍ୱରଠାରୁ ଆରମ୍ଭ କରି ନୂଆଦିଲ୍ଲୀ ଯାଏଁ ଚାଲିଥିଲା ।
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନ ଶିକ୍ଷକ ଗିରଫରାହୁଲ ଗାନ୍ଧୀଙ୍କ ପାଇଁ ବଢିଲା ଅଡୁଆନବରାତ୍ରୀରେ ଘର ପାଇଁ କିଣନ୍ତୁ ଏହି ୫ଟି ଜିନିଷକୂଅରେ ପଡିଲେ ୨୫ରୁ ଅଧିକ ଭକ୍ତକର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣାANS NEWS SUPERFAST [email protected]ଆଜିଠୁ ପୁରୀରେ ଆରମ୍ଭ ସାହିଯାତବଢୁଛି କରୋନା ସଂକ୍ରମଣଘୃଣା ଭାଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ ବୟାନରଥଯାତ୍ରା ପାଇଁ ଗଞ୍ଜାମ ଉତ୍ତର ଘୁମୁସର ବନ ଖଣ୍ଡରୁ କାଠକଟା ଆରମ୍ଭ