ଅହମଦାବାଦ, ଭାରତ-ଇଂଲଣ୍ଡ ସିରିଜର ଆଜି ହେଉଛି ଚତୁର୍ଥ ଟେଷ୍ଟ ମ୍ୟାଚ । ଅହମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଚତୁର୍ଥ ଟେଷ୍ଟ ମ୍ୟାଚ ଖେଳାଯାଉଛି । ମ୍ୟାଚରେ ଇଂଲଣ୍ଡ ଟିମ ଟସ ଜିତି ବ୍ୟାଟିଂ କରିବା ପାଇଁ ନିଷ୍ପତ୍ତି ନେଇଛି । ଏହି ମ୍ୟାଚ ମାର୍ଚ୍ଚ ୮ ତାରିଖ ଯାଏଁ ଖେଳାଯିବ । ଚତୁର୍ଥ ଟେଷ୍ଟ ମ୍ୟାଚ ସିରିଜର ବିଜେତା ନିର୍ଣ୍ଣୟ କରିବ । ବର୍ତ୍ତମାନ ଏହି ଟେଷ୍ଟ ସିରିଜର ୩ ଟି ଟେଷ୍ଟ ମ୍ୟାଚ ଶେଷ ହୋଇସାରିଲାଣି । ୩ ମ୍ୟାଚରୁ ଭାରତୀୟ ଟିମ ୨ ଟି ମ୍ୟାଚରେ ବିଜୟ ହାସଲ କରିଥିବା ବେଳେ ଇଂଲଣ୍ଡ ଟିମ ଗୋଟିଏ ମ୍ୟାଚକୁ ଜିତି ପାରିଛି ।
ମ୍ୟାଚରେ ଖେଳୁଥିବା ଭାରତୀୟ ଟିମ – ରୋହିତ ଶର୍ମା, ଶୁଭମନ ଗିଲ, ଚେତେଶ୍ୱର ପୂଜାରା, ବିରାଟ କୋହଲି, ଋଷଭ ପନ୍ତ, ଆଜିଙ୍କ୍ୟ ରାହାଣେ, ୱାସିଂଟନ ସୁନ୍ଦର, ରବିଚନ୍ଦ୍ରନ ଅଶ୍ୱିନ, ଅକ୍ଷର ପଟେଲ, ମୟଙ୍କ ଅଗ୍ରୱାଲ ଓ ମହମ୍ମଦ ସିରାଜ
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍