ନୂଆଦିଲ୍ଲୀ, କରୋନାର ଦ୍ୱିତୀୟ ଲହର ସାରା ରାଜ୍ୟରେ ମୁଣ୍ଡ ବିନ୍ଧାର କାରଣ ହୋଇଛି । କିଛି ଦିନ ତଳେ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ଏବେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଖେଳ ଜଗତରେ ମଧ୍ୟ କରୋନାର ବିଶେଷ ପ୍ରଭାବ ଦେଖା ଦେଇଛି । ଭାରତୀୟ ମହିଳା କ୍ରିକେଟ ଟି-୨୦ ଦଳର ଅଧିନାୟିକା ହରମନପ୍ରୀତ କୌର କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ପଜିଟିଭ ଚିହ୍ନଟ ପରେ ଏବେ ହରମନପ୍ରୀତ କ୍ୱାରେଣ୍ଟାଇନରେ ରହୁଛନ୍ତି ।
ସେହିପରି ନିକଟରେ ଭାରତରେ ଖେଳାଯାଇଥିବା ୱାର୍ଲଡ ରୋଡ଼ ସେଫଟି ସିରିଜରେ ଖେଳିଥିବା ଚାରିଜଣ ଭାରତୀୟ ଖେଳାଳି କରୋନା ପଜିଟିଭ୍ ବୋଲି ଜଣାପଡିଛି। ପ୍ରଥମେ ସଚିନ ତେନ୍ଦୁଲକର କରୋନା ପଜିଟିଭ ଚିହ୍ନଟ ହୋଇଥିଲେ ଏବଂ ପରେ ଭାରତୀୟ କ୍ରିକେଟ ଦଳର ପୂର୍ବତନ କ୍ରିକେଟର ୟୁସୁଫ ପଠାନ,ଇରଫାନ ପଠାନ ଏବଂ ବଦ୍ରିନାଥଙ୍କୁ କରୋନା ହୋଇଥିବା ସୂଚନା ରହିଛି ।
ଗୋଟାଏ ଦିନରେ କୋଟିପତି ହେଲେ ଦିନ ମଜୁରିଆଆଜିଠୁ ରାଜ୍ୟରେ ବୁଲିଲା ୩୪ ସାଇବର ସୁରକ୍ଷା ରଥ, ଅକ୍ଟୋବର ୧୫ ଯାଏଁ କରେଇବ ସଚେତନବିହାରରେ ସରିଲା ଜାତିଗତ ଗଣନା, ରିପୋର୍ଟ ଜାରି କଲେ ସରକାରଅମିତ ଶାହାଙ୍କୁ ଭେଟିଲେ ସୌମ୍ୟସକ୍ରିୟ ଲଘୁଚାପ: ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ, ମତ୍ସଜୀବୀଙ୍କୁ ସମୁଦ୍ର ନ ଯିବାକୁ ବାରଣଆଜି ମଧ୍ୟପ୍ରଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ, ଉଦଘାଟନ କରିବେ ଦିଲ୍ଲୀ-ଭଦୋଦରା ଏକ୍ସପ୍ରେସଆଜି ମହାତ୍ମା ଗାନ୍ଧି ଓ ଶାସ୍ତ୍ରୀଙ୍କ ଜୟନ୍ତୀଆଜିଠୁ ରାଜ୍ୟର ୪ ଜିଲ୍ଲାରେ ଆରମ୍ଭ ହେବ ଲକ୍ଷ୍ମୀ ବସ ସେବା; ମୁଖ୍ୟମନ୍ତ୍ରୀ କରିବେ ଶୁଭାରମ୍ଭକଟକ ବଡ଼ ମେଡିକାଲରେ ପାଣି ସମସ୍ୟା; ରୋଗୀ ହନ୍ତସନ୍ତଅନଲାଇନ ଗେମ୍ ହେଲା ମହଙ୍ଗା; ଲାଗୁ ହେଲା ୨୮% GST