ନୂଆଦିଲ୍ଲୀ, ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ କପିଲ ଦେବ ହୃଦଘାତର ଶୀକାର ହୋଇଛନ୍ତି । ତାଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ସୁଧା ତାଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ଅଧିକ ସୂଚନା ମିଳିପାରିନାହିଁ । ସୂଚନାଥାଉକି, ୧୯୮୩ ମସିହା ୨୫ ଜୁନ୍ରେ କପିଲ ଦେବଙ୍କ ନେତୃତ୍ୱରେ ଭାରତୀୟ କ୍ରିକେଟ ଦଳ ପ୍ରଥମ ବିଶ୍ୱକପ୍ ହାତେଇଥିଲା । ତାଙ୍କର ଏଭଳି ଅବସ୍ଥାରେ କ୍ରିକେଟରଙ୍କ ସମେତ ତାଙ୍କ ପ୍ରଶଂସକମାନେ ଆଶୁ ଆରୋଗ୍ୟ କାମନା କରିଛନ୍ତି ।
ବାହାନଗା ସ୍କୁଲ୍ରେ ହେବ ଶୁଦ୍ଧିକରଣଉନ୍ମୋଚନ ହେଲା ଓଡ଼ିଶା ଆମ୍ବ ଲୋଗୋଯାଜପୁର କଳିଙ୍ଗନଗର ଡୁବୁରୀ ଛକରେ ଭୟାବହ ଅଗ୍ନିକାଣ୍ଡଆଜି ମହାପ୍ରଭୁଙ୍କ ଅଣସର ସେବାର ଚତୁର୍ଥ ଦିନୟୁଟ୍ୟୁବର ‘ଅନ୍ ଟାଲେଣ୍ଟେଡ୍ ଗାଏ’ର ଚ୍ୟାନେଲ ବ୍ୟାନ୍ଗାଧୋଇବାବେଳେ ପୋଖରୀରେ ବୁଡ଼ି ୨ ମହିଳା ମୃତଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳଯାତ୍ରୀଙ୍କୁ ନେଇ ପୁରୀରୁ କୋଲକାତା ଯାଉଥିବା ବସ୍ ଅଟକମୋଦୀଙ୍କ ପାଖକୁ ସ୍ୱତନ୍ତ୍ର କିସମର ଆମ୍ବ ପଠାଇଲେ ମମତା ବାନାର୍ଜୀଦୂରଦର୍ଶନର ପ୍ରଥମ ଇଂରାଜୀ ନ୍ୟୁଜ୍ ଆଙ୍କର ଗୀତାଞ୍ଜଳି ଆୟରଙ୍କ ପରଲୋକ