ଭାରତ ଏବଂ ଅଷ୍ଠ୍ରେଲିଆ ମଧ୍ୟରେ ଚାଲିଥିବା ୱାନ ଡେ ସିରିଜର ଆଜି ହେଉଛି ଶେଷ ମ୍ୟାଚ । ସିରିଜରେ ପ୍ରଥମ ଥର ପାଇଁ ଟସ ଜିତି କୋହଲି ପ୍ରଥମେ ବ୍ୟାଟିଂ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଭାରତ ଏବଂ ଅଷ୍ଟ୍ରେଲିଆ ସିରିଜର ପ୍ରଥମ ଦୁଇଟି ମ୍ୟାଚ ହାରିବା ପରେ ଏବେ ଜିତିବା ଲକ୍ଷ୍ୟ ନେଇ ଟିମ ଇଣ୍ଡିଆ ମଇଦାନକୁ ଓହ୍ଲାଇଛି । ଚଳିତ ମ୍ୟାଚରେ ମ୍ୟାଚରେ ଭାରତୀୟ ଦଳରେ ଚାରୋଟି ଏବଂ ଅଷ୍ଟ୍ରେଲିଆ ଦଳରେ ତିନୋଟି ପରିବର୍ତ୍ତନ କରାଯାଇଛି ।
ଭାରତୀୟ ଦଳ ପ୍ରଥମେ ବ୍ୟାଟିଂ କରି ୫୦ ଓଭରରେ ୩୦୨ ରନ କରି ଅଷ୍ଟ୍ରେଲିଆ କୁ ୩୦୩ ରନ ର ଟାର୍ଗେଟ ଦେଇଛି ଟିମ ଇଣ୍ଡିଆ । ।
ଝଗଡ଼ା ହେବାରୁ ରାସ୍ତାରେ ପିଲାକୁ ଛାଡ଼ି ପଳାଇଲେ ମା ବାପା ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତି ପରେ ଟାର୍ଗେଟ କଲେ ଜୟନାରାୟଣବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତ ପରେ ଟାର୍ଗେଟ କଲେ ଜୟନାରାୟଣପୋଷା କୁକୁରଙ୍କ ପାଇଁ ଆଇନ ଆଣିବ ବିଏମସିଭୂମିକମ୍ପରେ ଥରିଲା ୩ ଦେଶହୋର୍ଡିଂ ଉପରୁ ୨ ଘଣ୍ଟା ପରେ ଉଦ୍ଧାର ହେଲେ ଯୁବକପୁରୀରେ ମମତା ବାନାର୍ଜୀଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନବିଧାନସଭାରେ ହଟ୍ଟଗୋଳଗୃହରେ ଜଙ୍ଗଲ ନିଆଁ