ଆଡିଲେଡ: ଆଜିଠୁ ଆଡିଲେଡରେ ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଟେଷ୍ଟ ଆରମ୍ଭ ହୋଇଛି । ଟସ୍ ଜିତି ଭାରତର ବ୍ୟାଟିଂ ଜାରି ରଖିଛି ଟିମ ଇଣ୍ଡିଆ । ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଚାରି ମ୍ୟାଚ ବିଶିଷ୍ଟ ଏହି ଶୃଙ୍ଖଳା ଖେଳାଯିବ । ଟି-୨୦ ମ୍ୟାଚରେ ଶୃଙ୍ଖଳା ଜିତିବା ପରେ ଅଧିନାୟକ ବିରାଟ କୋହଲି ଏବଂ ଟିମ ଇଣ୍ଡିଆର ମନୋବଳ ବଢ଼ିଯାଇଛି । ବିରାଟ ବାହିନୀ ମ୍ୟାଚରେ ଭଲ ପ୍ରଦର୍ଶନ କରି ପୁଣି ଥରେ ଇତିହାସ ରଚିବାକୁ ଲକ୍ଷ୍ୟ ରଖିଛି । ବିଜୟ ହାସଲ କରିବା ପାଇଁ ସ୍ୱତନ୍ତ୍ର ରଣନୀତି ପ୍ରସ୍ତୁତ କରିଛି ଟିମ ଇଣ୍ଡିଆ । ମ୍ୟାଚ ଖେଳୁଥିବା ଭାରତୀୟ ଦଳ ହେଲା ମୟଙ୍କ ଅଗ୍ରୱାଲ, ପୃଥୀ ଶ’, ଚିତେଶ୍ୱର ପୂଜାରା, ବିରାଟ କୋହଲି, ଆଜିଙ୍କ୍ୟ ରାହାଣେ, ହନୁମା ବିହାରୀ, ରିଦ୍ଧିମାନ ଶାହା, ରବିଚନ୍ଦ୍ରନ୍ ଅଶ୍ୱିନୀ, ଉମେଶ ଯାଦବ, ମହମ୍ମଦ ସାମି, ଯଶପ୍ରୀତ ବୁମରା ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ